ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ଯୋଗୁ ବ୍ୟାପକ କ୍ଷୟକ୍ଷତି

Spread the love

Spread the loveରାଉରକେଲା: ରାଉରକେଲା ପାନପୋଷ ରୋଡରେ ଗୁରୁବାର ସକାଳୁ ଘଟି ଯାଇଛି ଏକ ସିରିଜ୍ ଦୁର୍ଘଟଣା। ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ରାସ୍ତା କଡ଼ରେ ଠିଆ ହୋଇଥିବା ଗାଡ଼ିଗୁଡ଼ିକ ଉପରେ ମାଡ଼ି ଯିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦୁର୍ଘଟଣାରେ ଗୋଟିଏ ପଜେରୋ … Read More

“ଏ ମାଟି ମୋର କେତେ ନିଜର” : ୧୫ ବର୍ଷ ପରେ ବିଧାନସଭା ଗୃହରେ ମହାମହିମ, ବାଣ୍ଟିଲେ ଅନୁଭୂତି, ଦେଲେ ବିକଶିତ ଓଡ଼ିଶାର ମନ୍ତ୍ର

Spread the love

Spread the loveଭୁବନେଶ୍ୱର: ଓଡ଼ିଶା ବିଧାନସଭା ଇତିହାସରେ ଆଜି ଯୋଡ଼ି ହୋଇଯାଇଛି ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ଦୀର୍ଘ ୧୫ ବର୍ଷ ପରେ ନିଜ ପୁରୁଣା କର୍ମଭୂମିକୁ ଫେରିଛନ୍ତି ରାଇରଙ୍ଗପୁରର ପୂର୍ବତନ ବିଧାୟକ ତଥା ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସପ୍ତଦଶ … Read More

ସ୍ଵାର୍ଥପର ଲୋକ ଦଳରୁ ପଳେଇଲେ ଭଲ

Spread the love

Spread the loveଭୁବନେଶ୍ଵର : ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିସ୍ଫୋରକ ବୟାନ ରଖିଛନ୍ତି। ସେ କହିଛନ୍ତି ନବୀନ ବାବୁ ମୋତେ ଫୋନ୍ କଲେ, ଗୃହରେ ଅନୁପସ୍ଥିତ ରହିବାକୁ କହିଥିଲେ। ମୁଁ ତାଙ୍କ ହିସାବରେ ଭୋଟ୍ ଦେବାକୁ ଯାଇନଥିଲି। କିଛି ଲୋକ … Read More

ଲାଲକିଲ୍ଲା ବୋମା ବିସ୍ଫୋରଣ : ଆଉ ଜଣେ ଅଭିଯୁକ୍ତ ଗିରଫ

Spread the love

Spread the loveନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ମାମଲାରେ ଏନ୍ଆଇଏକୁ ବଡ ସଫଳତା ମିଳିଛି। ଆଉ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଆଜି ଏଜେନ୍ସି ଗିରଫ କରିଛି। ଗିରଫ ଅଭିଯୁକ୍ତ ସୋଏବ ହରିୟାଣାର ଫରିଦାବାଦର ଧୌଜ ଅଞ୍ଚଳର … Read More

ରାଜଧାନୀରେ ଦୁଇଦିନିଆ ଓଡିଶା ବିକାଶ ସମାବେଶ

Spread the love

Spread the loveଭୁବନେଶ୍ବର : ଭୁବନେଶ୍ଵରର ଏକ ଘରୋଇ ହୋଟେଲରେ ଆଜି ଦୁଇଦିନିଆ ଓଡିଶା ବିକାଶ ସମାବେଶ ଉଦ୍ଘାଟନ ହୋଇଛି । ଏହି ସମାବେଶର ବିଭିନ୍ନ ଅଧିବେଶନ ଆୟୋଜିତ ହେବ । ଏଥିରେ ଓଡିଶା ପାଇଁ ଜନ କୈନ୍ଦ୍ରିକ, ଜଳବାୟୁ ସ୍ମାର୍ଟ … Read More

ବରିଷ୍ଠ ଓଏଏସ୍ ଅଧିକାରୀଙ୍କ ସ୍ତରରେ ବଡଧରଣର ଅଦଳବଦଳ

Spread the love

Spread the loveଭୁବନେଶ୍ଵର: ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଏଏସ୍ ଅଧିକାରୀଙ୍କ ସ୍ତରରେ ବଡଧରଣର ଅଦଳବଦଳ ହୋଇଛି। ଉଷାରାଣୀ ସାହୁ ପଞ୍ଚାୟତିରାଜ ବିଭାଗର ସ୍ଵତନ୍ତ୍ର ସଚିବ ହୋଇଥିବାବେଳେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି ଲୋପାମୁଦ୍ରା ମହାପାତ୍ର। ରାଜ୍ୟ ମାଇନିଂ ବିଭାଗର … Read More

ମହାନଦୀରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର

Spread the love

Spread the loveକଟକ: କଟକ ମହାନଦୀର ଯୋବ୍ରା ଆନିକଟରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଅଗ୍ନିଶମ ବାହିନୀର ଟିମ ପହଞ୍ଚି ଆନିକଟରେ ଭାସୁଥିବା ମୃତଦେହକୁ ଉଦ୍ଧାର କରିଛି। ଉଦ୍ଧାର ପରେ ଏହା ଏକ ଶିଶୁକନ୍ୟାର ମୃତଦେହ ବୋଲି ଜଣାପଡିଥିଲା। ଶିଶୁଟିର … Read More

ଗୋଟିଏ ରାତିରେ ୪୮ ଚୋରା ବାଲିବୋଝେଇ ହାଇୱା ଜବତ: ଉତ୍ତୋଳନରେ ବ୍ୟବହୃତ ୪ ଜେସିବି ଧରାପଡ଼ିଲା, ୧୦ ଅଟକ

Spread the love

Spread the loveଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ମହାନଦୀର କିଲିପାଳ ବାଲି ସୈରାତରେ ଦୀର୍ଘ ବର୍ଷ ଧରି ବ୍ୟାପକ ଚୋରା ବାଲି କାରବାର ଚାଲିଥିବା ଅଭିଯୋଗ ହୋଇ ଆସୁଥିଲା। ଗତକାଲି ବିଳମ୍ବିତ ରାତିରୁ ଆଜି ଭୋର ପର୍ଯ୍ୟନ୍ତ କେନ୍ଦ୍ରାଞ୍ଚଳ ଡିଆଇଜିଙ୍କ ନେତୃତ୍ବରେ ଜିଲ୍ଲାପାଳ, … Read More

ଆତ୍ମହତ୍ୟା ଲାଗି ଉସୁକାଇବା ଅଭିଯୋଗରେ ଓଡ଼ିଆ ରାପର୍ ଅଭିନବ ସିଂହଙ୍କ ସ୍ତ୍ରୀଙ୍କୁ ବାନ୍ଧିଲା ପୁଲିସ

Spread the love

Spread the loveକଟକ: ଲାଲବାଗ ଥାନା ପୁଲିସ ଓଡ଼ିଆ ରାପର୍ ଏବଂ ଇଞ୍ଜିନିୟର ଅଭିନବ ସିଂହ (୩୨)ଙ୍କ ପତ୍ନୀ ଉତ୍କଳ ଦୀପିକା ରାଉତଙ୍କୁ ତାଙ୍କ ସ୍ୱାମୀଙ୍କୁ ଆତ୍ମହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ଗିରଫ କରିଛି। ଅଭିନବ ସିଂହ ଫେବୃଆରୀ ୯ (ରବିବାର) … Read More

ଡବଲ ଇଞ୍ଜିନ ସରକାର ସବୁବେଳେ ‘ଅନ୍ନଦାତା’ଙ୍କ କଲ୍ୟାଣକୁ ପ୍ରାଥମିକତା ଦେଇ ଆସିଛନ୍ତି

Spread the love

Spread the loveଭୁବନେଶ୍ବର: ଅଧିକ ଉଷୁନା ଚାଉଳ କିଣିବ ଏଫ୍ ସିଆଇ। ଓଡ଼ିଶାରୁ ଅଧିକ ୮ ଲକ୍ଷ ଉଷୁନା ଧାନ କିଣିବ ଏଫ୍ ସିଆଇ, ଯାହା ଧାର୍ଯ୍ୟ ଲକ୍ଷ୍ୟଠାରୁ ଯଥେଷ୍ଟ ଅଧିକ। ଏଥିଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଖାଉଟି … Read More