ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ୨୪ ସଂଧ୍ୟାରେ ନେବ ଅବପାତ ରୂପ !
Spread the loveଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ସ୍ପଷ୍ଟ ଚିହ୍ନଟ ହୋଇଛି । ଏହା ଆଣ୍ଡାମାନ ସାଗରର ଦକ୍ଷିଣ ଦିଗରେ ରହିଛି । ନଭେମ୍ବର ୨୪ ସଂଧ୍ୟାରେ ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି … Read More
