ଏମ୍ସ କର୍ମଚାରୀଙ୍କୁ ଗୁଳିମାଡ଼ ଘଟଣା: ମାଷ୍ଟର ମାଇଣ୍ଡ ଗିରଫ

Spread the love

Spread the love ଭୁବନେଶ୍ଵର : ୨୮ ଦିନର ଲୁଚକାଳି ଶେଷ ପରେ ଧରାପଡିଲା ଅଭିଯୁକ୍ତ। ଭୁବନେଶ୍ଵର ଉପକଣ୍ଠ ସରକନ୍ତରାରେ ଏମ୍ସ କର୍ମଚାରୀ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ସଦାଶିବ ପ୍ରଧାନ (ଶିବା)କୁ କମିଶନରେଟ୍ ପୁଲିସ୍‌ ଗିରଫ କରିଛି। ଅଭିଯୁକ୍ତଠାରୁ ମାରଣାସ୍ତ୍ର ମଧ୍ୟ … Read More

ଅନ୍ୟ କୌଣସି ଜିଲାରୁ ଆସିନାହିଁ ଇଭିଏମ୍‌: ମୁଖ୍ୟ ନିର୍ବାଚନ ଅଧିକାରୀ

Spread the love

Spread the loveଭୁବନେଶ୍ୱର: ଇଭିଏମ୍‌ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥିବା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲାରୁ … Read More

ଟ୍ରକ୍ ଚକା ତଳେ ଚାପି ହୋଇଗଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

Spread the love

Spread the loveଭୁବନେଶ୍ୱର: ପାହାଳ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିରେ ସ୍ଵାମୀ ସ୍ତ୍ରୀ କଟକରୁ ଭୁବନେଶ୍ଵର ଅଭିମୁଖେ ଆସୁଥିବା ବେଳେ ପାହାଳ ଓଭରବ୍ରିଜ ଉପରେ ବସ ସାଇଡ୍ ମାରିବାରୁ ଉଭୟ ଟ୍ରକ୍ ଚକା ତଳେ ଚାପି … Read More

ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବେ ରାଷ୍ଟ୍ରପତି !

Spread the love

Spread the loveଭୁବେନଶ୍ବର: ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି । ଏନେଇ ସୂଚନା ଦେଇଛନ୍ତି ବିଜେପି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ରାଷ୍ଟ୍ରପତି ଶୀତ ଅଧିବେଶନରେ … Read More

ଜାତୀୟ ଫସଲ ଯୋଜନାରେ ଉତ୍ପାଦନ ବୃଦ୍ଧି କରି ଚାଷୀଙ୍କୁ ଆତ୍ମନିର୍ଭର କରିବା ସରକାରଙ୍କ ଲକ୍ଷ୍ୟ: କେନ୍ଦ୍ର କୃଷି ମନ୍ତ୍ରୀ

Spread the love

Spread the loveକଟକ: ଜାତୀୟ ଫସଲ ଯୋଜନାରେ କୃଷିଭିତ୍ତିକ ଉତ୍ପାଦନ ବୃଦ୍ଧି କରି ଚାଷୀମାନଙ୍କୁ ଆତ୍ମନିର୍ଭର କରିବା କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୋମବାର କଟକ ବିଦ୍ୟାଧରପୁରସ୍ଥିତ ରାଷ୍ଟ୍ରୀୟ ଧାନ ଗବେଷଣା … Read More

ସମ୍ବେଦନଶୀଳ ବୁଥ୍‌ରେ ସୁରକ୍ଷା କଡ଼ାକଡ଼ି କରିବାକୁ ଦାବୀ କଲା ବିଜେଡି

Spread the love

Spread the loveଭୁବନେଶ୍ବର: ଆସନ୍ତାକାଲି ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରଶାସନିକ ସ୍ତରରେ ବ୍ୟାପକ ପ୍ରସ୍ତୁତି ସରିଛି । କିନ୍ତୁ ଏହାରି ଭିତରେ ନିର୍ବାଚନ ଅଧଇକାରୀଙ୍କ ନିକଟକୁ ଅଭିଯୋଗ ଆଣିଛି ବିରୋଧି ବିଜୁ ଜନତା ଦଳ । ସମ୍ବେଦନଶୀଳ ବୁଥ୍‌ରେ … Read More

ଜଙ୍ଗଲରେ ଶିଶୁ କନ୍ୟାକୁ ଛାଡ଼ିଲା ମା’

Spread the love

Spread the loveଝାରସୁଗୁଡ଼ା : ମା’ ମୁଁ ଝିଅ ବୋଲି କଣ ମୋତେ ବାପା ମା’ର ସ୍ନେହ ମିଳିବନି ? କଣ ମୋର ଏ ଦୁନିଆକୁ ଆସିବା ଭୁଲ ହୋଇଗଲା ? ମୁଁ କାହିଁକି ତମ ପାଇଁ ଅଲୋଡ଼ା ହୋଇଗଲି ? ମୋତେ … Read More

ସାଇଲେନ୍ସ ପିରିୟଡର ଉଲ୍ଲଂଘନ ଅଭିଯୋଗ, ଇସିଆଇଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ

Spread the love

Spread the loveଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନରେ ଇସିଆଇଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ ପଟ୍ଟନାୟକ ।  କହିଲେ ନୂଆପଡାରେ ସାଇଲେନସ ପିରିୟଡର ଉଲ୍ଲଂଘନ ହେଉଛି ।  ନୂଆପଡ଼ା ବାହାରୁ ଭାରତୀୟ ଜନତା ପାର୍ଟିର ନେତା ଏବଂ କର୍ମୀମାନେ ଅବାଧରେ ବୁଲୁଛନ୍ତି। ଅନୁଚିତ ଉପାୟରେ … Read More

ଟ୍ରଲରକୁ ଧକ୍କା ଦେଲା ବସ୍, ଜଣେ ମୃତ ଓ ୧୦ ଆହତ

Spread the love

Spread the loveରେଢାଖୋଲ: କଟକ ୫୫ନଂ ଜାତୀୟ ରାଜପଥର ରେଢାଖୋଲ ଲୁହାପଙ୍କ ଛକ ନିକଟରେ ଦୁର୍ଘଟଣା । ଟ୍ରଲରକୁ ଧକ୍କା ଦେଲା ଘୋରଇ ବସ୍ । ଜଣେ ମୃତ ହୋଇଥିବା ବେଳେ ବସରେ ବସିଥିବା ୧୦ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । … Read More

ହାଇକୋର୍ଟରେ ହାଜର ହେଲେ ବ୍ରହ୍ମପୁର ଏସପି, ଆସନ୍ତାକାଲି ଶୁଣାଣୀ

Spread the love

Spread the loveବ୍ରହ୍ମପୁର : ହାଇକୋର୍ଟ ଗଲେ ବ୍ରହ୍ମପୁର ଏସପି । ବ୍ୟକ୍ତିଗତ ଭାବେ ହାଜର ହେବେ ସର୍ବଣା ବିବେକ ଏମ । ୭ ତାରିଖରେ ଦେଇଥିବା ଉତ୍ତରରେ ସନ୍ତୁଷ୍ଟ ନ ହୋଇ ଆଜି ସୁଦ୍ଧା ବ୍ୟକ୍ତିଗତ ଭାବେ ହାଜର ହୋଇ ଆଫିଡେଭିଟ … Read More