୪୦୦ ଅତିକ୍ରମ କଲା ଦିଲ୍ଲୀରେ ଏକ୍ୟୁଆଇ

Spread the love

Spread the love ନୂଆଦିଲ୍ଲୀ: ଦୀପାବଳି ପରଠାରୁ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଉଦ୍‌ବେଗଜନକ ହୋଇଉଠୁଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ରିପୋର୍ଟ ଅନୁଯାୟୀ ଗୁରୁବାର ସକାଳ ୧୦ଟା ସୁଦ୍ଧା ଦିଲ୍ଲୀରେ ଏକ୍ୟୁଆଇ (ବାୟୁ ମାନ ସୂଚକାଙ୍କ) ୪୦୦ ଅତିକ୍ରମ କରିଥିବା ଜଣାପଡିଛି। … Read More

ପାକ୍‌ ସୀମାରେ ସମରାଭ୍ୟାସ ଆରମ୍ଭ କଲା ଭାରତ

Spread the love

Spread the love ନୂଆଦିଲ୍ଲୀ: ଭାରତର ତିନି ପ୍ରତିରକ୍ଷା ବାହିନୀ ପକ୍ଷରୁ ଗୁରୁବାର ପାକିସ୍ତାନ ସଂଲଗ୍ନ ସୀମାରେ ୧୨ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଅକ୍ଟୋବର ୩୦ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମରାଭ୍ୟାସକୁ ‘ତ୍ରିଶୂଳ’ ନାମରେ … Read More

ଜଷ୍ଟିସ ସୂର୍ଯ୍ୟକାନ୍ତ ସୁପ୍ରିମକୋର୍ଟର ୫୩ତମ ସିଜେଆଇ ନିଯୁକ୍ତ

Spread the love

Spread the love ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତକୁ ଅନୁୁମୋଦନ କରିଛନ୍ତି ବୋଲି ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। … Read More

ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ

Spread the love

Spread the love ମୁମ୍ବଇ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ ପ୍ରସ୍ତୁତ କରାଯାଉଥିବା ଘଟଣା ଲୋକଲୋଚନକୁ ଆସିଛି। ଏହାକୁ ନେଇ ମୁମ୍ବଇ ପୁଲିସ ଅଜଣା ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ ଟ୍ରମ୍ପଙ୍କ ନାମରେ … Read More

ବିହାର ନିର୍ବାଚନ: ୧୦୦ ଆସନରେ ପ୍ରଭାବ ପକାଇବ ଏସ୍‌ଆଇଆର

Spread the love

Spread the loveପାଟନା: ବିହାର ବିଧାନସଭାର ୨୪୩ ଆସନ ପାଇଁ ଆସନ୍ତା ନଭେମ୍ବର ୬ ଓ ୧୧ରେ ଦୁଇଟି ପର୍ଯ୍ୟାୟରେ ଭୋଟଗ୍ରହଣ କରାଯିବ। ଏହି ପରିପ୍ରେକ୍ଷୀରେ ବିଜେପି ନେତୃତ୍ବାଧୀନ ଏନଡିଏ ଏବଂ କଂଗ୍ରେସ ନେତୃତ୍ବାଧୀନ ଇଣ୍ଡି ମେଣ୍ଟ ସମେତ ଅନ୍ୟ ରାଜନୈତିକ … Read More

ଭିଏତନାମରେ ବନ୍ୟାର ତାଣ୍ଡବ: ୧୩ ମୃତ, ୧୧ ନିଖୋଜ

Spread the love

Spread the loveଭିଏତନାମ : ଅନେକ ଅଞ୍ଚଳରେ ବର୍ତ୍ତମାନ ପ୍ରବଳ ବର୍ଷା ଲାଗି ରହିଛି । ଏହାରି ମଧ୍ୟରେ ଭିଏତନାମରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଯାହା ଏବେ ଭିଏତନାମର କେତେକ ଅଞ୍ଚଳରେ ବନ୍ୟା ସୃଷ୍ଟି କରିଛି । ପ୍ରବଳ ବର୍ଷା … Read More

ପାପୁଆ ନ୍ୟୁ ଗିନିରେ ଭୂସ୍ଖଳନ, ୨୧ ମୃତ

Spread the love

Spread the loveଅଷ୍ଟ୍ରେଲିଆ : ପାପୁଆ ନ୍ୟୁ ଗିନିର ପାର୍ବତ୍ୟ ଅଞ୍ଚଳରେ ଭୂସ୍ଖଳନ ହୋଇଛି । ଏପରି ଘଟଣା ଗୁରୁବାର ବିଳମ୍ବିତ ରାତିରେ ଦେଖିବାକୁ ମିଳିଛି । ଏହି ଭୂସ୍ଖଳନରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଭୂସ୍ଖଳନରେ ଏଙ୍ଗା … Read More

୧୫୦ତମ ଜୟନ୍ତୀରେ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

Spread the love

Spread the loveଗୁଜରାଟ: ଆଜି ଏକତା ଦିବସ ପାଳୁଛି ଦେଶ । ୧୫୦ତମ ଜୟନ୍ତୀରେ ଲୌହ ମାନବ ସର୍ଦ୍ଦାର ପଟେଲଙ୍କୁ କୃତଜ୍ଞତା ଜଣାଉଛି ଦେଶ । ଗୁଜରାଟରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି … Read More

ଜଳ ସମ୍ପଦ ବିଭାଗର ବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ବିଭାଗର ବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗରେ ପହଞ୍ଚି … Read More

ପୋଖରୀରୁ କୁମ୍ଭୀର ଉଦ୍ଧାର

Spread the love

Spread the love ପଟ୍ଟାମୁଣ୍ଡାଇ: ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ। ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ୧୫ନଂ ୱାର୍ଡ ଅଳଭା ଗ୍ରାମରେ ବିଶ୍ୱନାଥ ନାୟକଙ୍କ ପୋଖରୀରୁ ଧରାହୋଇଛି ୧୦ ଫୁଟ ଲମ୍ବର କୁମ୍ଭୀର। ବନ ବିଭାଗ କର୍ମଚାରୀ କୁମ୍ଭୀରକୁ ଧରିନେଇଛନ୍ତି। ସୂଚନା … Read More