୩ରେ ନୂଆପଡ଼ା ଗସ୍ତ କରିବେ ନବୀନ
Spread the loveଭୁବନେଶ୍ବର: ଆସନ୍ତା ୩ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବେ। ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏ ସମ୍ପର୍କରେ ଶୁକ୍ରବାର ବିଜେଡି ପକ୍ଷରୁ ଆୟୋଜିତ … Read More
