ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଲାଗି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ କଲେ CJI ବିଆର ଗଭାଇ
Spread the loveନୂଆଦିଲ୍ଲୀ : ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ । ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ୍ କଲେ CJI ବିଆର ଗଭାଇ । ନଭେମ୍ବର ୨୪ରେ ସୂର୍ଯ୍ୟକାନ୍ତ ପ୍ରଧାନ ବିଚାରପତି ଭାବେ ଶପଥ ନେଇପାରନ୍ତି … Read More
