ଲ୍ୟାଣ୍ଡିଂ ବେଳେ ଅଘଟଣ, କଂକ୍ରିଟ ହେଲିପ୍ୟାଡରେ ଫସିଲା ରାଷ୍ଟ୍ରପତିଙ୍କ ହେଲିକପ୍ଟର
Spread the loveକେରଳ : କେରଳରେ ରାଷ୍ଟ୍ରପତିଙ୍କ ହେଲିକପ୍ଟର ଲ୍ୟାଣ୍ଡିଂ ବେଳେ ଅଘଟଣ । ଲ୍ୟାଣ୍ଡିଂ ବେଳେ ହେଲିପ୍ୟାଡ଼ରେ ଫସିଲା ହେଲିକପ୍ଟର । କେରଳ ପ୍ରମାଦମରେ ନବନିର୍ମିତ କଂକ୍ରିଟ ହେଲିପ୍ୟାଡରେ ଫସିଲା ହେଲିକପ୍ଟର । ହେଲିକପ୍ଟରକୁ ଠେଲି ଠେଲି ଉଦ୍ଧାର କରିଛନ୍ତି ପୋଲିସ … Read More
