୭୦୦ ବିଲିଅନ ଡଲାର ତଳକୁ ଖସିଲା ଭାରତର ବିଦେଶୀ ମୁଦ୍ରା ଭଣ୍ଡାର
Spread the loveନୂଆଦିଲ୍ଲୀ: ଭାରତର ବିଦେଶୀ ମୁଦ୍ରା ଭଣ୍ଡାର ୭୦୦ ବିଲିଅନ ଡଲାର ତଳକୁ ଖସି ଆସିଛି। ଅକ୍ଟୋବର ୩ ତାରିଖରେ ଶେଷ ହୋଇଥିବା ସପ୍ତାହ ସୁଦ୍ଧା ମୁଦ୍ରା ଭଣ୍ଡାର ୨୭୬ ମିଲିଅନ ଡଲାର ହ୍ରାସ ପାଇ ୬୯୯.୯୬ ବିଲିଅନ ଡଲାରରେ ପହଞ୍ଚିଥିଲା … Read More
