ଜୈସଲମୈରରେ ବସରେ ଲାଗିଲା ନିଆଁ, ୧୦ରୁ ଅଧିକ ଯାତ୍ରୀ ମୃତ

Spread the love

Spread the loveରାଜସ୍ଥାନ : ରାଜସ୍ଥାନ ଜୈସଲମୈରରେ ବଡ଼ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦-୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ୪୦ … Read More

ବିହାର ପାଇଁ ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୭୧ ଜଣଙ୍କ ନାଁ ଘୋଷଣା କଲା ଦଳ

Spread the love

Spread the loveବିହାର : ବିଜେପି କଲା ପ୍ରାର୍ଥୀ ଘୋଷଣା । ବିହାର ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ୭୧ ପ୍ରାର୍ଥୀଙ୍କ ନାଁ ଘୋଷଣା … Read More

ଶାନ୍ତ ପଡ଼ିଲା ଗାଜା, ଶାନ୍ତି ସମ୍ମିଳନୀକୁ ସମ୍ବୋଧନ କଲେ ଡୋନାଲ୍ଡ ଟ୍ରମ୍ପ

Spread the love

Spread the loveନୂଆଦିଲ୍ଲୀ: ଶେଷରେ ଶାନ୍ତ ପଡ଼ିଲା ଗାଜା । ଆମେରିକାର ହସ୍ତକ୍ଷେପ ପରେ ଶାନ୍ତି ପ୍ରତିଷ୍ଠାର ବାଟ ଫିଟିଛି । ଏ ଅବସରରେ ଗାଜା ଶାନ୍ତି ସମ୍ମିଳନୀକୁ ସମ୍ବୋଧିତ କରି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, “ଏହା ମଧ୍ୟ-ପ୍ରାଚ୍ୟ ବାହାରେ … Read More

LOCରେ ସେନା ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିବିନିମୟ

Spread the love

Spread the loveଜମ୍ମୁ-କାଶ୍ମୀର: LOCରେ ଫାୟାରିଂ । ସେନା ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିବିନିମୟ । ଅନୁପ୍ରବେଶକୁ ରୋକିବକୁ ଜମ୍ମୁ ଏବଂ କାଶ୍ମୀରର କୁପୱାଡା ସେକ୍ଟରରେ ଗୁଳି ବିନିମୟ । ଗତକାଲି ସନ୍ଧ୍ୟା ସମୟରେ ନିୟନ୍ତ୍ରଣ ରେଖା ନିକଟରେ ସନ୍ଦେହଜନକ ଗତିବିଧି ପରିଲକ୍ଷିତ … Read More

କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା WHO

Spread the love

Spread the loveନୂଆଦିଲ୍ଲୀ : କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା WHO । ଏହି ୩ କଫ୍ ସିରପରେ ଡାଇଏଥିଲିନ୍ ଗ୍ଲାଇକୋଲ ଓ ଏଥିଲିନ୍ ଗ୍ଲାଇକୋଲ୍ ଅଧିକ ମାତ୍ରାରେ ବ୍ୟବହୃତ ନେଇ ସତର୍କ କରିଛି WHO … Read More

ମୋଦିଙ୍କୁ ଭଲ ବନ୍ଧୁ କହିବା ସହ ଭାରତକୁ ପ୍ରଂଶସା କଲେ ଟ୍ରମ୍ପ

Spread the love

Spread the loveନୂଆଦିଲ୍ଲୀ: ଭାରତକୁ ପ୍ରଂଶସା କଲେ ଟ୍ରମ୍ପ । ମୋଦିଙ୍କୁ ଭଲ ବନ୍ଧୁ କହିବା ସହ ଭାରତ ଏକ ମହାନ ଦେଶ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଇଜିପ୍ଟରେ ଅନୁଷ୍ଠିତ ଶର୍ମ-ଏଲ ଶେଖ ସମ୍ମିଳନୀରେ ସମ୍ବୋଧନ କରି … Read More

ହଷ୍ଟେଲ ବର୍ଦ୍ଧିତ ଫି’ ହ୍ରାସ ଦାବିରେ ଛାତ୍ରଛାତ୍ରୀଙ୍କ ଧାରଣା

Spread the love

Spread the loveଗୋପାଳପୁର: ଛାତ୍ରାବାସର ବର୍ଦ୍ଧିତ ଫି’ ହ୍ରାସ ଦାବିରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ମଙ୍ଗଳବାର ପ୍ରଶାସନିକ କୋଠା ସମ୍ମୁଖରେ ଧାରଣା ଦେଇ ଫି’ ବୃଦ୍ଧିର ପ୍ରତିବାଦ କରିଥିଲେ। ଶେଷରେ କୁଳପତି ପ୍ରଫେସର ଗୀତାଞ୍ଜଳି … Read More

ବିଜେପି କର୍ମୀଙ୍କୁ ଘରୁ ଡାକି ହତ୍ୟା କଲେ ମାଓବାଦୀ

Spread the love

Spread the love ମାଲକାନଗିରି: ଛତିଶଗଡ଼ ବିଜାପୁରରେ ପୁଣି ମାତିଲେ ମାଓବାଦୀ। ମାଓବାଦୀମାନେ ଜଣେ ବିଜେପି କର୍ମୀଙ୍କୁ ଘରୁ ଡାକି ନେଇ ହତ୍ୟା କରିଛନ୍ତି। ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ମୃତକ ହେଲେ ସତ୍ୟମ ପୁନେମ।  ସେ … Read More

ମହିଳାଙ୍କୁ କାର୍‌ ପାଇଁ ଋଣ ଦେବେ ମୋହନ ସରକାର

Spread the love

Spread the love ଭୁବନେଶ୍ଵର: ରାଜ୍ୟରେ ମହିଳା ମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ  ରାଜ୍ୟ ସରକାର ଆତ୍ମନିର୍ଭର ମହିଳା ଆମ ସୁବାହକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। … Read More

ଶ୍ରୀମନ୍ଦିରରେ ହେବ ଓ୍ବାକିଟକି ବ୍ୟବସ୍ଥା

Spread the love

Spread the love ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ଭାବେ ବାରଣ ହେବ ମୋବାଇଲ ଫୋନ୍। କୌଣସି ପୁଲିସ୍‌ କର୍ମଚାରୀ କିମ୍ବା ସେବାୟତ ମନ୍ଦିର ଭିତରକୁ ମୋବାଇଲ୍ ନେଇପାରିବେ ନାହିଁ। ଆଗକୁ ଓ୍ବାକିଟକି ବ୍ୟବସ୍ଥା ହେବ ବୋଲି କହିଛନ୍ତି ସୁରକ୍ଷା ସବ୍‌ … Read More