ପୁଟିନଙ୍କୁ ଟ୍ରମ୍ପଙ୍କ ଧମକ, ଯୁଦ୍ଧ ବନ୍ଦ ନ କଲେ ୟୁକ୍ରେନକୁ ଦେବେ ଟୋମାହକ୍ ମିସାଇଲ

Spread the love

Spread the loveଆମେରିକା : ରୁଷକୁ ପୁଣିଥରେ ଚେତାବନୀ ଦେଲେ ଟ୍ରମ୍ପ ।  ଯଦି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନରେ ଯୁଦ୍ଧ ବନ୍ଦ ନ କରନ୍ତି, ତେବେ ସେ ୟୁକ୍ରେନକୁ ଦୂରଗାମୀ ଟୋମାହକ୍ କ୍ଷେପଣାସ୍ତ୍ର ଦେଇପାରିବେ ବୋଲି ଟ୍ରମ୍ପ କହିଛନ୍ତି । … Read More

କରୁର ଦଳାଚକଟା : ତଦନ୍ତ କରିବ CBI

Spread the love

Spread the loveତାମିଲନାଡୁ : ଅଡୁଆରେ ସାଉଥ ସୁପରଷ୍ଟାର୍ ବିଜୟ । କରୁର ଦଳାଚକଟା ଘଟଣାର ହେବ CBI ତଦନ୍ତ । ତାମିଲନାଡୁ କରୁରରେ ଦଳାଚକଟାରେ ୪୧ଜଣଙ୍କ ମୃତ୍ୟୁ ହୋଇଥିଲା ।  ଘଟଣାର CBI ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ ।  … Read More

କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ବୋଲିଂ କରୁଥିବାବେଳେ ଚାଲିଗଲା ବୋଲରଙ୍କ ଜୀବନ

Spread the love

Spread the loveଉତ୍ତର ପ୍ରଦେଶ : କ୍ରିକେଟ୍ ମ୍ୟାଚରେ ଘଟିଲା ବଡ଼ ଅଘଟଣ । ମ୍ୟାଚ୍ ବେଳେ ଚାଲିଗଲା ଖେଳାଳିଙ୍କ ଜୀବନ । ଶେଷ ବଲ୍ ବୋଲିଂ କଲେ ହଠାତ୍ ପଡ଼ିଗଲେ । ସବୁଦିନ ପାଇଁ ଦୁନିଆ ଛାଡ଼ି ଦେଲେ ବୋଲର । … Read More

ନିଜ ପିଲାଙ୍କୁ ଜଙ୍ଗଲରେ ଛାଡିଦେଲା ବାପା

Spread the love

Spread the loveମୟୂରଭଞ୍ଜ: ଜନ୍ମ କଲା ଛୁଆଙ୍କୁ ଜଙ୍ଗଲରେ ଛାଡିଦେଲା ବାପା। ଆଉ ଜଣେ ବ୍ୟକ୍ତି ପିଲାଙ୍କୁ ଜଙ୍ଗଲରେ ଏକୁଟିଆ ଦେଖି ଘରକୁ ନେଇ ଆସିଲେ। ମୟୂରଭଞ୍ଜ ଜିଲ୍ଲା ମୋରଡା ଅଞ୍ଚଳରେ ଚାଞ୍ଚଲ୍ୟ। ମୋରୋଡା ବ୍ଲକ ଅଧୀନ ଚିତ୍ରଡା ଡୁମୁରଡିହା ଗାଁର ଜଣେ … Read More

ବୃନ୍ଦାବତୀ ନିବାସରେ ହବିଷ୍ୟାଳୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveପୁରୀ : ହବିଷ୍ୟାଳୀଙ୍କ ଠାରୁ ଆଶୀର୍ବାଦ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏକ ମାସ ବ୍ୟାପୀ ଚାଲିଥିବା ମହାଧାର୍ମିକ କାର୍ତ୍ତିକ ମାସ ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର । ଆଜି ବୃନ୍ଦାବତୀ ନିବାସ ହବିଷ୍ୟାଳୀ ଶିବିରରେ ମୁଖ୍ୟମନ୍ତ୍ରୀ ମୋହନ … Read More

ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର

Spread the love

Spread the loveକନ୍ଧମାଳ: ସକାଳୁ ସକାଳୁ ଜଙ୍ଗଲରୁ ଗାଁ ଭିତରକୁ ପଶି ଆସିଲା ଭାଲୁ l ପ୍ରଥମେ ଗାଈ ବଳଦକୁ ଆକ୍ରମଣ କରୁଥିଲା l ଠିକ୍ ଏତିକି ସମୟରେ ରୁଣ୍ଡ ହୋଇଗଲେ ଗାଁ ଲୋକେ l ଗାଁ ଲୋକଙ୍କ ପାଟି ଶୁଣି ଗାଈ … Read More

ପଶ୍ଚିମବଙ୍ଗ ଗଣଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟପାଳ

Spread the love

Spread the loveଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଘଟଣାରେ ଚିନ୍ତା ପ୍ରକଟ କରିଛନ୍ତି ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ। ଗତକାଲି ସେ ହସ୍ପିଟାଲକୁ ଯାଇ ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରଙ୍କଠାରୁ  ପଚାରି ବୁଝିଥିଲେ ଏବଂ ତାଙ୍କ ପିତାମାତାଙ୍କୁ … Read More

ହରିଣ ଛାଲ ଓ ମୟୂର ପକ୍ଷୀ ଜବତ: ଅବସରପ୍ରାପ୍ତ ବନପାଳ ଗିରଫ

Spread the love

Spread the love ଦେବଗଡ଼ : ଦେବଗଡ ବନଖଣ୍ଡରେ ଅବସରପ୍ରାପ୍ତ ବନପାଳଙ୍କୁ ଗିରଫ କରିଛି ବନବିଭାଗ। ବାରକୋଟ ଥାନା ଅକ୍ଷରଶିଳା ଗ୍ରାମର ଅବସରପ୍ରାପ୍ତ ଫରେଷ୍ଟର କିଶୋରଚନ୍ଦ୍ର ପ୍ରଧାନଙ୍କୁ ଗିରଫ କରାଯାଇଛି। ଘରେ ଚିତ୍ତଲ ହରିଣ ଛାଲ ଏବଂ ମୟୂର ପକ୍ଷୀ ରଖିଥିବା … Read More

ଏସଆଇ ପରୀକ୍ଷା ଠକେଇ ମାମଲା, ଫେରାର ଅଭିଯୁକ୍ତ ବିରୋଧରେ ଲୁକଆଉଟ୍ ସର୍କୁଲାର ଜାରି

Spread the love

Spread the loveଭୁବନେଶ୍ୱର:  ପୋଲିସ ସବ-ଇନ୍ସପେକ୍ଟର (SI) ନିଯୁକ୍ତି ଦୁର୍ନୀତିର ତଦନ୍ତକୁ ଜୋରଦାର କରିଛି ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ । ପଳାତକ ଅଭିଯୁକ୍ତଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର ଜାରି କରିଥିବା ଜଣାପଡ଼ିଛି । ପଳାତକ ଅଭିଯୁକ୍ତଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର … Read More

ପ୍ରବଳ ବର୍ଷାରେ ଉବୁଟୁବୁ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକ ହନ୍ତସନ୍ତ

Spread the love

Spread the loveଭୁବନେଶ୍ବର: ଉବୁଟୁବୁ ସୂର୍ଯ୍ୟ ମନ୍ଦିର। ପୁରୀ ଜିଲ୍ଲାର କୋଣାର୍କ, ଗୋପ ଓ ନିମାପଡ଼ା ଅଞ୍ଚଳରେ ପ୍ରବଳ ଘଡଘଡି ସହ ବର୍ଷା ଲାଗି ରହିଛି । ବର୍ଷା ଯୋଗୁଁ ପର୍ଯ୍ୟଟକ ହନ୍ତସନ୍ତ । ପବନର ମାତ୍ରା ଅଧିକ ନାହଁ । ହେଲେ … Read More