ସ୍ଥଗିତ ହେଲା ପୋଲିସ SI ପରୀକ୍ଷା

Spread the love

Spread the loveଭୁବନେଶ୍ବର: ଓଡ଼ିଶାରେ ହେବାକୁ ଥିବା ପୋଲିସ SI ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଆସନ୍ତା ଅକ୍ଟୋବର ୫ ଓ ୬ ରେ ହୋଇଥାନ୍ତା ପରୀକ୍ଷା । ପରବର୍ତ୍ତୀ ସମୟରେ ଆଗାମୀ ପରୀକ୍ଷା ତାରିଖ ଘୋଷଣା କରାଯିବ ବୋଲି ବୋର୍ଡ ପକ୍ଷରୁ … Read More

ସୃଷ୍ଟି ହେଲା ଘୁର୍ଣ୍ଣିବଳୟ, ଆସନ୍ତା ୪ ଦିନ ପ୍ରବଳ ବର୍ଷିବ!

Spread the love

Spread the loveଭୁବନେଶ୍ୱର  : ପ୍ରବଳ ବର୍ଷାରେ ଭିଜିବ ଦଶହରା ।  ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କେନ୍ଦ୍ରୀୟ ବଙ୍ଗୋପସାଗରର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏହା ଅକ୍ଟୋବର ୦୨ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ … Read More

ଦୂର୍ଗା ପୂଜା ପେଣ୍ଡାଲରେ ମହିଳାଙ୍କ ଦେହରେ ଲାଗିଗଲା ନିଆଁ

Spread the love

Spread the loveରାଉରକେଲା : ରାଉରକେଲା ଶକ୍ତିନଗର ଦୂର୍ଗା ପୂଜା ପେଣ୍ଡାଲରେ ନିଆଁ ଲାଗି ମହିଳା ଗୁରୁତର ।  ଅଷ୍ଟମୀ ପୂଜା ବେଳେ ଦୀପରୁ ନିଆଁ ଲାଗି ଶାଢୀରେ ଲାଗିଥିବା ସୂଚନା ।  ପ୍ରାୟ ଷାଠିଏ ବର୍ଷର ମହିଳା ଦୀପ ଲଗାଉଥିବା ବେଳେ … Read More

ନିଖୋଜ ନାବାଳକର ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Spread the love

Spread the loveଭଞ୍ଜନଗର: ନାବାଳକକୁ ମାରି ଫିଙ୍ଗିଦେଲେ । ନିଖୋଜ ନାବାଳକର ମୃତଦେହ ଉଦ୍ଧାର । ଗଂଜାମ ଜିଲ୍ଲା ଗଙ୍ଗାପୁର ଥାନା ଖଣ୍ଡରାବଳୀ ଗାଁ ନିକଟ କାଜୁ ଜଙ୍ଗଲରୁ ନାବାଳକର ମୃତଦେହ ଠାବ ହୋଇଛି । ମୃତ ଛାତ୍ର ନବମ ଶ୍ରେଣୀରେ ଛାତ୍ର … Read More

ଭୁବନେଶ୍ବରର ୭ ସ୍ଥାନରେ ହେବ ରାବଣ ପୋଡ଼ି

Spread the love

Spread the loveଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ବିଜୟା ଦଶମୀ ଅବସରରେ ୭ଟି ପ୍ରମୁଖ ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’ ପାଳନ ହେବ। ଟ୍ୱିନ ସିଟି କମିଶନରେଟ ପୋଲିସ ସୂଚନା ଅନୁଯାୟୀ, ନହରକଣ୍ଟା (ପାହାଳ ଥାନା), ବରମୁଣ୍ଡା (ଖଣ୍ଡଗିରି ଥାନା), କୋରଡ଼ାକଣ୍ଟା (ବଡ଼ଗଡ଼ … Read More

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶା କ୍ୟାଡରର ୨ ଆଇଏଏସ୍ ଅଧିକାରୀ

Spread the love

Spread the loveଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍ ଅଧିକାରୀ । ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ରଖାଯାଇଛି । ସେହିପରି ୨୦୧୪ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ … Read More

ଅପରେଶନ ଅଗ୍ନି: ୪ ଜିଲ୍ଲାରୁ ଜବତ ହେଲା ସର୍ବାଧିକ ବେଆଇନ ଆତସବାଜି ଓ ବିସ୍ଫୋରକ ସାମଗ୍ରୀ

Spread the love

Spread the loveଭୁବନେଶ୍ବର: ଆସନ୍ତା ପର୍ବପର୍ବାଣିକୁ ଦୃଷ୍ଟିରେ ରଖି ବେଆଇନ ବିସ୍ଫୋରକ ଭଣ୍ଡାର, ବିନା ଅନୁମତିରେ ପରିବହନ ଓ ବେଆଇନ ଆତସବାଜି ବିକ୍ରୟକୁ ରୋକିବା ଉଦ୍ଦେଶ୍ୟରେ ରାଜ୍ୟରେ ସେପ୍ଟେମ୍ବର ୧୪ ରୁ ୨୭ ଯାଏଁ “ଅଗ୍ନି” ନାମକ ବିଶେଷ ଅଭିଯାନ ଚାଲିଥିଲା … Read More

ଜମ୍ମୁ-କାଶ୍ମୀରର କୁପୱାଡ଼ାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ନିହତ ୨ ଆତଙ୍କବାଦୀ

Spread the love

Spread the loveଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର କୁପୱାଡାରେ ୨ ଆତଙ୍କୀ ଏନକାଉଣ୍ଟର ।  ସୁରକ୍ଷା ବାହିନୀ ଏକ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି ।  ଏହି ଅପରେସନରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଜି ସକାଳେ ଉତ୍ତର କାଶ୍ମୀରର କୁପୱାଡା ଜିଲ୍ଲାର … Read More

ୟୁକ୍ରେନ ଉପରେ ରୁଷର ଜୋରଦାର ଆକ୍ରମଣ, ଘନ ଘନ ବିସ୍ଫୋରଣରେ ଥରିଛି କିଭ

Spread the love

Spread the loveୟୁକ୍ରେନ ଉପରେ ରୁଷର ଜୋରଦାର ଆକ୍ରମଣ ।  ୧୨ ଘଣ୍ଟାରେ ୬୦୦ ଡ୍ରୋନ ଏବଂ ୪୦ ମିସାଇଲ ମାଡ଼ କରିଛି ଋଷ ।  ଘନଘନ ବିସ୍ଫୋରଣରେ ଥରିଛି କିଭ  ।  ୟୁକ୍ରେନର ୭ଟି ଅଞ୍ଚଳକୁ ଟାର୍ଗେଟ କରି ଋଷ … Read More

ପାକିସ୍ତାନ ଏସିଆ କପ୍‍ ହାରିଲା: ଏବେ ଆତଙ୍କବାଦୀଙ୍କ ପରିବାରକୁ ସାହାଯ୍ୟ କରିବ !

Spread the love

Spread the love୨୦୨୫ ଏସିଆ କପ ଫାଇନାଲରେ ଭାରତ ପାକିସ୍ତାନକୁ ପରାସ୍ତ କରିଛି । ସୂର୍ଯ୍ୟ ବ୍ରିଗେଡ୍‍ ୫ୱିକେଟରେ ବିଜୟୀ ହୋଇ ଇତିହାସ ରଚିଛନ୍ତି । ତେବେ ମ୍ୟାଚ ଶେଷ ହେବା ପରେ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ସାମ୍ବାଦିକ  … Read More