ବୃଦ୍ଧଙ୍କୁ କଚାଡି ମାରି ଦେଲା ଦନ୍ତା

Spread the love

Spread the love ଚମ୍ପୁଆ: ଚମ୍ପୁଆ ବନାଞ୍ଚଳରେ ଗୋଠଛଡା ଦନ୍ତାଙ୍କ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକ ଚମ୍ପୁଆ ଥାନା ଅନ୍ତର୍ଗତ ସୁନାପଶି ପଞ୍ଚାୟତ ଯୋଡା ପୋଖରୀ ଗ୍ରାମର ନରୋତ୍ତମ ମହାନ୍ତ, ଏବଂ ତାଙ୍କ ବୟସ … Read More

ମହାଳୟାରେ ବାଲୁଙ୍କେଶ୍ୱର ଘାଟରେ ତିଳ ତର୍ପଣ

Spread the love

Spread the love ସମ୍ବଲପୁର: ପବିତ୍ର ମହାଳୟା ତିଥି ଅବସରରେ ସମ୍ବଲପୁର ମହାନଦୀର ପଠାରେ ଥିବା ବାଲୁଙ୍କେଶ୍ୱର ଘାଟରେ  ପୂର୍ବ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୁରାତନ କାଳରୁ ଏହି ଘାଟରେ ତିଳ ତର୍ପଣର କାର୍ଯ୍ୟକ୍ରମ ଚାଲି … Read More

ଶୌଚାଳୟ ନିର୍ମାଣରେ ଦୁର୍ନୀତି, ଉଦଘାଟନ ଦିନ ୧୦ ଲକ୍ଷ, ଉଦଘାଟନ ପରେ ୨୦ ଲକ୍ଷ !

Spread the love

Spread the loveମୁଖୀଗୁଡା: କଳାହାଣ୍ଡି ଜିଲ୍ଲା ଜୟପାଟଣାର ବହୁ ପ୍ରତିକ୍ଷୀତ ଶୌଚାଳୟ ଲାଞ୍ଜିଗଡ଼ ବିଧାୟକଙ୍କ ପ୍ରଦୀପ କୁମାର ଦିଶାରୀଙ୍କ ଦ୍ଵାରା ଗତ ୧୪ତାରିଖରେ ଉଦ୍ଘାଟନ ହେବା ୫ଦିନ ପରେ ଆଉ ଏକ ସୂଚନା ଫଳକ ଲଗାଯିବା ଅନୁଦାନ ଅର୍ଥ ବିନିଯୋଗକୁ ନେଇ … Read More

୨୫ରେ ଆଉ ଏକ ଲଘୁଚାପ, ୨୮ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Spread the love

Spread the loveଭୁବନେଶ୍ବର: ଆସୁଛି ଆଉ ୩ଟି ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି, କାରଣ, ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମିଆଁମାର ଉପକୂଳ ଉପରେ … Read More

ଚୀନ ସହ ଟ୍ରମ୍ପଙ୍କ Tik Tok ଡିଲ୍, ଜିନପିଙ୍ଗଙ୍କ ମିଳିଲା ଅନୁମୋଦନ

Spread the love

Spread the loveଆମେରିକା : ଚୀନ ସହ  ଟ୍ରମ୍ପଙ୍କ Tik Tok ଡିଲ୍ । ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ  ଚୀନ ରାଷ୍ଟ୍ରପତି  ଜିନପିଙ୍ଗ ସହ ଟେଲିଫୋନରେ ଆଲୋଚନା କରିଛନ୍ତି ।  ଆଲୋଚନାରେ ଟିକଟକ ଡିଲକୁ ଜିନପିଙ୍ଗ ଅନୁମୋଦନ ଦେଇଛନ୍ତି । ସୂଚନାନୁଯାୟୀ, … Read More

ନିୟନ୍ତ୍ରଣ ହରାଇ କୂଅରେ ପଡିଲା ବୋଲେରୋ : ୩ ମୃତ, ଜଣେ ନିଖୋଜ

Spread the love

Spread the loveମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଛିନ୍ଦବାଡା ଜିଲ୍ଲାରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏପରି ଘଟଣା ଗତକାଲି ସନ୍ଧ୍ୟାରେ ଦେଖିବାକୁ ମିଳିଥିଲା । ବେତୁଲ ରାଜପଥରେ ଏକ ଚାରିଚକିଆ ଗାଡ଼ି ନିୟନ୍ତ୍ରଣ ହରାଇ କୂଅରେ ପଡିଯାଇଥିଲା । ଏହି ଘଟଣାରେ … Read More

କେନ୍ଦ୍ରମନ୍ତ୍ରୀ ରାମନାଥ ଠାକୁର ଅସୁସ୍ଥ, ଆଇସିୟୁରେ କରାଗଲା ଭର୍ତ୍ତି

Spread the love

Spread the loveବିହାର : ବିହାର ବିଧାନସଭା ନିର୍ବାଚନ ୨୦୨୫କୁ ନେଇ ରାଜନୀତି ସରଗରମ ରହିଛି । ବିଜେପି ଏନଡିଏ ଗଠବନ୍ଧନ ଏବଂ ତେଜସ୍ବୀଙ୍କ ନେତୃତ୍ୱରେ ମହାଗଠବନ୍ଧନ ସିଟ୍ ଭାଗ ବଣ୍ଟାକୁ ନେଇ ଲଗାତାର ବୈଠକ ହେଉଛି। ଏହାରି ଭିତରେ ବିହାରର କେନ୍ଦ୍ରମନ୍ତ୍ରୀ … Read More

ଉଧମପୁରରେ ସେନା-ଆତଙ୍କୀ ଗୁଳି ବିନିମୟ, ଜଣେ ଯବାନ ସହିଦ

Spread the love

Spread the loveଜମ୍ମୁ କଶ୍ମୀର : ଜମ୍ମୁ ଓ କଶ୍ମୀରର ଉଧମପୁର ଜିଲ୍ଲାରେ ଗୁଳିବିନିମୟରେ ଜଣେ ସେନା ଯବାନ ସହିଦ ହୋଇଛନ୍ତି । ଏହି ଗୁଳିବିନିମୟରେ ତିନିରୁ ଚାରି ଜଣ ଜୈଶ-ଏ-ମହମ୍ମଦ ଆତଙ୍କବାଦୀ ଏନକାଉଣ୍ଟରରେ ଫସି ରହିଥିବା ଅନୁମାନ କରାଯାଉଛି । ସେହିପରି … Read More

୨୦୨୭ରେ ଆରମ୍ଭ ହେବ ମୁମ୍ବାଇ-ଅହମ୍ମଦାବାଦ ବୁଲେଟ୍ ଟ୍ରେନ୍

Spread the love

Spread the loveମୁମ୍ବାଇ : ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଉପସ୍ଥିତିରେ ମୁମ୍ବାଇ-ଅହମ୍ମଦାବାଦ ବୁଲେଟ୍ ଟ୍ରେନ୍ ପ୍ରକଳ୍ପ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଆଜି ଦିନ ଶେଷ ହୋଇଛି ।  ଶିଲଫାଟା ଏବଂ ଘନସୋଲି ମଧ୍ୟରେ ୪.୮୮ କିଲୋମିଟର ଲମ୍ବର ଏକ ସୁଡ଼ଙ୍ଗ ନିର୍ମାଣ … Read More

ଦୁର୍ଘଟଣାରେ ପ୍ରାଣ ହରାଇଲେ ବଲିଉଡ ଗାୟକ ଜୁବିନ ଗର୍ଗ

Spread the love

Spread the love ମୁମ୍ବଇ: ସିଙ୍ଗାପୁରରେ ସ୍କୁବା ଡାଇଭିଂ କରୁଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଲିଉଡର ଲୋକପ୍ରିୟ ପ୍ରଚ୍ଛଦପଟ ଗାୟକ ଜୁବିନ ଗର୍ଗ ପ୍ରାଣ ହରାଇଥିବା ଜଣାପଡିଛି। ଆସନ୍ତା ୨୦ ଓ ୨୧ରେ ଅନୁଷ୍ଠିତ ହେବାକୁ ଥିବା ‘ଇଷ୍ଟ ଇଣ୍ଡିଆ ଫେଷ୍ଟିଭାଲ’ରେ … Read More