ନେପାଳରେ ଫସିଥିବା ଭାରତୀୟଙ୍କ ପାଇଁ ହେଲ୍ପଲାଇନ ନଂ ଜାରି କଲେ ଯୋଗୀ

Spread the love

Spread the loveଉତ୍ତରପ୍ରଦେଶ : ଗତ ଦୁଇଦିନ ହେଲାଣି ନେପାଳ ସ୍ଥିତି ବିଗିଡିବାରେ ଲାଗିଛି । କାଠମାଣ୍ଡୁ ଠାରୁ ଆରମ୍ଭ କରି ଛୋଟ ବସ୍ତି ଯାଏଁ ଜେନ-ଜି ବିକ୍ଷୋଭକାରୀଙ୍କ ବିରୋଧ ହିଂସାର ରୂପ ନେଇଛି । ପରିସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ … Read More

ନେପାଳ ପରେ ଫ୍ରାନ୍ସରେ ଉତ୍ତେଜନା, ରାସ୍ତାକୁ ଓହ୍ଲାଇଲେ ଲକ୍ଷାଧିକ ପ୍ରଦର୍ଶନକାରୀ

Spread the love

Spread the loveଫ୍ରାନ୍ସ : ନେପାଳ ପରେ ଏବେ ଫ୍ରାନ୍ସରେ ଉତ୍ତେଜନା ଦେଖାଦେଇଛି । ନେପାଳରେ ଯୁବଗୋଷ୍ଠୀଙ୍କ ବିରୋଧ ଓ ହିଂସା ସେଠିକାର ସରକାର ଭାଙ୍ଗିଦେଇଛି । ଏବେ ଫ୍ରାନ୍ସରେ ନେପାଳ ଭଳି ଅବସ୍ଥା ଦେଖିବାକୁ ମିଳିଛି । ଫ୍ରାନ୍ସ ସରକାରଙ୍କ ଭ୍ରଷ୍ଟାଚାର … Read More

ଖୋଲିଲା କାଠମାଣ୍ଡୁ ଏୟାରପୋର୍ଟ ସୂଚନା ଦେଲେ ନେପାଳର ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ

Spread the love

Spread the loveକାଠମାଣ୍ଡୁ: ନେପାଳରେ ଉତ୍ତେଜନା ଯୋଗୁଁ ସମଗ୍ର ଦେଶ ଛାରଖାର ହୋଇଯାଇଛି । ଏନେଇ ବନ୍ଦ ପଡିଥିବା କାଠମାଣ୍ଡୁ ବିମାନବନ୍ଦର ପୁଣିଥରେ ଖୋଲିଛି । କାଠମାଣ୍ଡୁ ବିମାନବନ୍ଦର ପୁନର୍ବାର ଖୋଲିଛି ବୋଲି ନେପାଳର ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି … Read More

ବିଗୁଡୁଛି ନେପାଳ ସ୍ଥିତି, ୬ ହଜାର କଏଦୀ ଜେଲରୁ ଫେରାର

Spread the love

Spread the loveକାଠମାଣ୍ଡୁ : ନେପାଳ ସରକାର ବିରୋଧରେ ଜେନ୍-ଜି ବିକ୍ଷୋଭ ପରେ ନେପାଳର ପରିସ୍ଥିତି ଆହୁରି ଖରାପ ହୋଇଯାଇଛି । ଏପର୍ଯ୍ୟନ୍ତ ୨୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି ଏବଂ ଶହ ଶହ ଲୋକ ଆହତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ … Read More

କତାର ଉପରେ ଇସ୍ରାଏଲର ଆକ୍ରମଣ, ୬ ମୃତ

Spread the love

Spread the loveକତାରରେ ଇସ୍ରାଏଲର ପ୍ରଥମ ଆକ୍ରମଣ । ଦୋହାର କତାର ଜିଲ୍ଲାରେ ଇସ୍ରାଏଲ ବିମାନ ଆକ୍ରମଣ କରିଛି । ହମାସର ରାଜନୈତିକ ବ୍ୟୁରୋର ଆବାସିକ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି । ଆକ୍ରମଣରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଦୋହା … Read More

ଗୋପାଳପୁର ବେଳାଭୂମିରେ ଜବରଦଖଲ ଊଛେଦ

Spread the love

Spread the love ଗୋପାଳପୁର :ଗୋପାଳପୁର ଏକ ଆନ୍ତର୍ଜାତିକ ପର୍ଯ୍ୟଟନ ସ୍ଥଳୀ ଭାବରେ ବେଶ ପରିଚିତ ରହି ଆସିଥିବା ବେଳେ ଏବେ କିଛି ବର୍ଷ ହେବ ବେଳାଭୂମି ସମେତ ବେଳାଭୂମି ର ପାଦଚଲା ରାସ୍ତା କୁ ଉଠା ଦୋକାନୀ ମାନେ ନିଜ … Read More

ଦିଲ୍ଲୀରୁ ଫେରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଆଲୋଚନା ହୋଇ ନ ଥିବା କହିଲେ ମନମୋହନ

Spread the love

Spread the love ଭୁବନେଶ୍ଵର : ନୂଆଦିଲ୍ଲୀ ଗସ୍ତ ସାରି ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ପ୍ରତିକ୍ରିୟା ରଖିଛନ୍ତି। କହିଛନ୍ତି ଏହା ବିଜେଡିର ଦଳୀୟ ନିଷ୍ପତ୍ତି , ବିଜେପି ନିଜ … Read More

ବିଏମସି ବୈଠକରେ ହଟ୍ଟଗୋଳ; ଧାରଣାରେ ବସିଲେ କର୍ପୋରେଟର

Spread the love

Spread the loveଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଫିସ ସମ୍ମୁଖରେ କର୍ପୋରେଟରଙ୍କ ଧାରଣା । କର୍ପୋରେଶନ ବୈଠକ ଚାଲିଥିବା ବେଳେ ବିଏମସି ଅଫିସ ସମ୍ମୁଖରେ ଧାରଣାରେ ବସିଲେ ୩୭ ନଂ ୱାର୍ଡ କର୍ପୋରେଟର ବନ୍ଦିତା ପାଲ । ଗତ ୩ … Read More

ଆସନ୍ତାକାଲି ଶ୍ରୀମନ୍ଦିରେର ହେବ ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

Spread the love

Spread the loveପୁରୀ: ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ … Read More

କ୍ଷୀର ଅପମିଶ୍ରଣ ବେଳେ ବେପାରୀଙ୍କୁ କାବୁ କଲା ପୋଲିସ

Spread the love

Spread the loveକଟକ: ଲୋକଙ୍କ ସ୍ବାସ୍ଥ୍ୟ ସହ ଖେଳ। ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ । ମାଡି ବସିଲା ପୋଲିସ । ଗତକାଲି ବିଳମ୍ବିତ ରାତିରେ କଟକ ଗୁରୁଡ଼ିଝାଟିଆ ଥାନା କୁ୍ସ୍ପଙ୍ଗୀ ନିକଟ ଏକ ହୋଟେଲ ପଛ ପଟେ କ୍ଷୀର … Read More