ଲୋକଙ୍କ କାନ୍ଧରେ ବସି ବନ୍ୟାଞ୍ଚଳ ବୁଲିଲେ କଂଗ୍ରେସ ସାଂସଦ, ଭିଡିଓ ଭାଇଇରାଲ ପରେ ଘେରିଲା ବିଜେପି
Spread the loveପାଟନା: ରବିବାର ବିହାରର କଟିହାରର ମଣିହାରୀ ଏବଂ ବରାରୀ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି କଂଗ୍ରେସ ସାଂସଦ ତାରିକ ଅନୱର । ଏହି ସମୟରେ ଗ୍ରାମବାସୀମାନେ ତାରିକ ଅନୱରଙ୍କୁ କାନ୍ଧରେ ବୋହି ନେଉଥିବାର ଦେଖାଯାଇଥିଲା, ଯାହାର ଭିଡିଓ … Read More
