ଗଣେଶ ପୂଜାରେ ଡିଜେ ବନ୍ଦ, ଭସାଣୀ ବେଳେ ଫୁଟିବନି ବାଣ, ରାତି ୧୦ଟା ସୁଦ୍ଧା ସରିବ ମେଲୋଡି
Spread the love ଭୁବନେଶ୍ୱର : ଗଣେଶ ପୂଜାରେ ବାଜିବନି ଡିଜେ। ଭସାଣୀ ବେଳେ ଫୁଟିବନି ବାଣ । ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ। ଗଣେଶ ପୂଜା ପାଇଁ ଚଳିତବର୍ଷ ଭୁବନେଶ୍ୱରରେ କଟକଣା ଜାରି କରିଛି କମିଶନରେଟ ପୋଲିସ। … Read More
