ବାଘ ଛାଲ କାରବାର କରୁଥିଲେ ପୋଲିସ ବାବୁ; ମାଡ଼ି ବସିଲା ଉତ୍ତର ଘୁମୁସର ବନବିଭାଗ
Spread the loveଗଞ୍ଜାମ:ଭଞ୍ଜନଗର ପଥରାପଲ୍ଲୀ ଗାଁରୁ କଲରାପତରିଆ ବାଘଛାଲ ଜବତ । ବାଘ ଛାଲ କାରବାର କରୁଥିଲେ ପୋଲିସ ବାବୁ,ମାଡ଼ି ବସିଲା ଭଞ୍ଜନଗର ଉତ୍ତର ଘୁମୁସର ବନବିଭାଗ । ବାଘ ଛାଲ ସହ ୭ ଜଣ ଆନ୍ତଃରାଜ୍ୟ ଚାଲାଣକାରୀଙ୍କୁ ଗିରଫ କରାଯାଇଛି … Read More
