ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା

Spread the love

Spread the loveଭୁବନେଶ୍ୱର : ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା। ଓଏମଆର୍‌ ସିଟ୍‌ ଜରିଆରେ ଲିଖିତ ପରୀକ୍ଷା ହେବ। ଏସଆଇ ରାଙ୍କ୍‌ର ସମସ୍ତ ସିପିଏସଇ-୨୦୨୪ ପରୀକ୍ଷା ହେବ। ଏନେଇ ଶନିବାର ଓଡିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ … Read More

ଧସିଲା ନାଗାବଳୀ ନଦୀର ନିର୍ମାଣାଧୀନ ପଥର ପ୍ୟାକିଙ୍ଗ୍‌

Spread the love

Spread the loveକଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦରରେ ଥିବା ଦୁଇଟି ନଦୀ ନାଗାବଳୀ ଓ କଲ୍ୟାଣୀ ନଦୀରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପଥର ପ୍ୟାକିଂ ଧସି ଯାଇଥିବା ଦେଖିବାକୁ ମିଳିଛି। ନାଗାବଳୀ ଓ କଲ୍ୟାଣୀ ନଦୀରେ ତଟରେ … Read More

ଡିସେମ୍ବରରେ ଭାରତ ଆସିବେ ପୁଟିନ

Spread the love

Spread the loveନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବରରେ ଭାରତ ଗସ୍ତରେ ଆସିବେ। କ୍ରେମଲିନର ବରିଷ୍ଠ ଅଧିକାରୀ ୟୁରି ଉଶାକୋଭ ଏହା ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପୁଟିନ ସୋମବାର ଚୀନରେ ଅନୁଷ୍ଠିତ … Read More

୨୦ ବର୍ଷରୁ ଅଧିକ ଜେଲ୍‌ରେ ଥିବା ବନ୍ଦୀଙ୍କୁ ମୁକ୍ତି ପ୍ରସଙ୍ଗ: ପୁନର୍ବିଚାର ପାଇଁ ଏସଏସଆରବିକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Spread the love

Spread the loveକଟକ:ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨୦ ବର୍ଷରୁ ଅଧିକ ସମୟ ଧରି କୋରାପୁଟ ଜେଲ୍‌ରେ ବନ୍ଦୀ ଥିବା ନନ୍ଦୁ ପାଙ୍ଗିଙ୍କ ଦଣ୍ଡ ଅବଧିର ସମୟ ପୂର୍ବରୁ ମୁକ୍ତି ପ୍ରସଙ୍ଗରେ ବିଚାର କରିବାକୁ ଏସଏସଆରବି(ଷ୍ଟେଟ୍ ସେଣ୍ଟେନ୍ସ ରିଭ୍ୟୁ … Read More

ଓଡ଼ିଶା ରାଜ୍ୟ ବାର ପରିଷଦର କଡ଼ା ନିର୍ଦ୍ଦେଶ: ଲାଭ ଜନକ ପଦବୀରେ ଥିବା ସଦସ୍ୟଙ୍କ ଲାଇସେନ୍ସ ରଦ୍ଦ ହେବ

Spread the love

Spread the loveକଟକ: ଓଡ଼ିଶା ରାଜ୍ୟ ବାର ପରିଷଦ ପକ୍ଷରୁ ଆଇନଜୀବୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ ଜାରି କରାଯାଇଛି। ଏକ ପ୍ରେସ୍ ବିଜ୍ଞପ୍ତିରେ ପରିଷଦ ପକ୍ଷରୁ କୁହାଯାଇଛି, ଲାଭ ଜନକ ପଦବୀରେ ଥିବା ଆଇନଜୀବୀଙ୍କ ପ୍ରତି କଠୋର ପଦକ୍ଷେପ ଗ୍ରହଣ କରାଯିବ। … Read More

ଚନ୍ଦ୍ରଯାନ-୫ ମିସନ ପାଇଁ ହାତ ମିଳାଇବେ ଇସ୍ରୋ ଓ ଜାପାନୀ ମହାକାଶ ସଂସ୍ଥା

Spread the love

Spread the loveଟୋକିଓ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଚନ୍ଦ୍ରଯାନ-୫ ମିଶନ ପାଇଁ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏବଂ ଜାପାନ ଏରୋସ୍ପେସ୍ ଅନୁସନ୍ଧାନ ସଂସ୍ଥା (ଜାକ୍ସା) ମଧ୍ୟରେ ସହଯୋଗ ଘୋଷଣା କରିଛନ୍ତି। ମୋଦୀ କହିଛନ୍ତି ଯେ ଆମେ … Read More

ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା ; ସରକାରଙ୍କ ବଡ ଘୋଷଣା

Spread the love

Spread the loveପାଟନା : ମହିଳାଙ୍କ ପାଇଁ ବଡ ଘୋଷଣା। ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ୨୯ ଅଗଷ୍ଟରେ ଏକ ବଡ ଘୋଷଣା କରିଛନ୍ତି । ସେ ସୋସିଆଲ ମିଡିଆରେ … Read More

ରାସ୍ତା ମଝିରେ ଖଣ୍ଡା ଧରି ଗଟକା ପ୍ରଦର୍ଶନ କରୁଥିବା ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା କଲା ଆମେରିକା ପୁଲିସ

Spread the love

Spread the loveୱାଶିଂଟନ ଡିସି: ଆମେରିକାରୁ ଜଣେ ୩୫ ବର୍ଷୀୟ ଶିଖ୍ ଯୁବକଙ୍କୁ ଗୁଳି ମାରି ହତ୍ୟା କଲା ଆମେରିକା ପୁଲିସ। ଆମେରିକା ଲସ୍ ଆଞ୍ଜେଲସ୍‌ରେ ଯୁବକ ଜଣଙ୍କ ରାସ୍ତା ମଝିରେ ପ୍ରାଚୀନ ସାମରିକ କଳା ଗଟକାର ପ୍ରଦର୍ଶନ କରୁଥିବା ସସମୟରେ … Read More

ପ୍ରଥମ ଥର ଯୁଦ୍ଧରେ ସି-ଡ୍ରୋନ ବ୍ୟବହାର କଲା ଋଷିଆ, ବୁଡାଇ ଦେଲା ୟୁକ୍ରେନର ଯୁଦ୍ଧପୋତ

Spread the love

Spread the loveମସ୍କୋ ୨୯।୮: ୟୁକ୍ରେନ ବିପକ୍ଷରେ ଜାରି ଯୁଦ୍ଧରେ ଋଷିଆ ପ୍ରଥମ ଥର ସମୁଦ୍ର ଡ୍ରୋନ ବ୍ୟବହାର କରିଛି। ଏଥିରେ ୟୁକ୍ରେନ ନୌସେନାର ସବୁଠୁ ବଡ଼ ଯୁଦ୍ଧପୋତକୁ ବୁଡାଇ ଦିଆଯାଇଛି। ଋଷିଆ ଦାବି କରିଛି ଯେ ଯୁଦ୍ଧରେ ସି-ଡ୍ରୋନ ବ୍ୟବହାର … Read More

ଆଇଏମଏଫର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେଲେ ପୂର୍ବତନ ଆରବିଆଇ ଗଭର୍ଣ୍ଣର ଉର୍ଜିତ ପଟେଲ

Spread the love

Spread the loveନୂଆଦିଲ୍ଲୀ : ପୂର୍ବତନ ଆରବିଆଇ ଗଭର୍ଣ୍ଣର ଉର୍ଜିତ ପଟେଲଙ୍କୁ ଆଇଏମଏଫର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ପୂର୍ବରୁ ତାଙ୍କୁ ରଘୁରାମ ରାଜନଙ୍କ ପରେ ଆରବିଆଇ ଗଭର୍ଣ୍ଣର ଭାବେ ନିଯୁକ୍ତି ମିଳିଥିଲା । ବର୍ତ୍ତମାନ ତାଙ୍କୁ ଆଇଏମଏଫରେ … Read More