ହାତୀ ଆକ୍ରମଣରେ ମାଆ-ପୁଅ ମୃତ

Spread the love

Spread the loveଆଠଗଡ଼: ଶୌଚ ହେବାକୁ ଯାଇଥିବା ବେଳେ ମା’,ପୁଅଙ୍କୁ ଦଳି ଦେଲା ହାତୀ । ମୃତକ ହେଳେ ନରସିଂହପୁର ବ୍ଲକ ଅନ୍ତର୍ଗତ ଦେବଭୂଇଁ ନୂଆଗାଁ ଗ୍ରାମର ସସ୍ମିତା ନାଏକ ଏବଂ ତାଙ୍କ ପୁଅ ପ୍ରିୟାଂଶୁ ନାଏକ । ନରସିଂହପୁର ବ୍ଲକ … Read More

ମେ’ ୧୫ରୁ ସିବିଏସଇ ଦଶମ ଶ୍ରେଣୀ ୨ୟ ବୋର୍ଡ଼ ପରୀକ୍ଷା

Spread the love

Spread the loveଭୁବନେଶ୍ୱର: ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା ତାରିଖ। ମେ’ ୧୫ରୁ ୨୧ ତାରିଖ ଯାଏଁ ଚାଲିବ ପରୀକ୍ଷା। ସକାଳ ୧୦ଟା ୩୦ରୁ ୧ଟା ୩୦ ଯାଏଁ ଚାଲିବ ପରୀକ୍ଷା। ଚଳିତ ବର୍ଷ ପ୍ରଥମ … Read More

ପଶ୍ଚିମବଙ୍ଗରେ ଖାତା ଖୋଲିପାରିବନି କଂଗ୍ରେସ, ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି କହିଲେ ଅମିତ ଶାହ

Spread the love

Spread the love ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଦମଦମ୍‌ରେ ଏକ ନିର୍ବାଚନୀ ରାଲିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଂଗ୍ରେସ ଦଳ ଉପରେ ବର୍ଷିଛନ୍ତି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି ସେ କହିଥିଲେ ଯେ ଏଥର କଂଗ୍ରେସ ଦଳ … Read More

ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା “ଦେଶ ଗାରିମା”

Spread the love

Spread the loveନୂଆଦିଲ୍ଲୀ : ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଛି ଭାରତୀୟ ତୈଳ ଟ୍ୟାଙ୍କର୍ “ଦେଶ ଗାରିମା” । ଦେଶ ଗାରିମା ଅଶୋଧିତ ତୈଳ ଟ୍ୟାଙ୍କର୍ ବିପୁଳ ପରିମାଣର ତେଲ ନେଇ ଭାରତରେ ପହଞ୍ଚିଛି କିନ୍ତୁ ବର୍ତ୍ତମାନ ସମୁଦ୍ରରେ ଲଙ୍ଗର ଲାଗିଛି … Read More

IRS ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ପରେ ତଣ୍ଟି ଚିପି ହତ୍ୟା

Spread the love

Spread the loveନୂଆଦିଲ୍ଲୀ : ଆଇଆରଏସ ଅଧିକାରୀଙ୍କ ଝିଅକୁ ହତ୍ୟା । ଦୁଷ୍କର୍ମ ପରେ ଚାର୍ଜର କେବୁଲରେ ତଣ୍ଟି ଚିପି ହତ୍ୟା । ଏଭଳି ଏକ ଘଟଣା ରାଜଧାନୀ ଦିଲ୍ଲୀର ଦକ୍ଷିଣ-ପୂର୍ବ ଅଞ୍ଚଳରେ ଥିବା ଅମର କଲୋନୀରେ ଘଟିଛି । ପୋଲିସ ତଦନ୍ତ … Read More

ଭାରତ ଆସୁଥିବା ଜାହାଜକୁ ଗୁଳିମାଡ଼ ସହ ଜବତ କରି ନେଲା ଇରାନ ସେନା

Spread the love

Spread the loveନୂଆଦିଲ୍ଲୀ :  ଇରାନ ରିଭୋଲ୍ୟୁଶନରୀ ଗାର୍ଡ କପର୍ସ (IRGC) ଦୁଇଟି ଜାହାଜ ଉପରେ ଗୁଳିମାଡ଼ କରିବା ସହିତ ନିଜ କବଜା କରିଛି । ଏଥିରୁ ଗୋଟିଏ ଜାହାଜ ଭାରତକୁ ଆସୁଥିଲା ବୋଲି ଜଣାପଡିଛି । ଦୁବାଇରୁ ଗୁଜରାଟର ମୁନ୍ଦ୍ରା ବନ୍ଦରକୁ … Read More

ଲୁଫଥାନ୍ସା ଏୟାରଲାଇନର ୨୦ ହଜାର ବିମାନ ବାତିଲ

Spread the love

Spread the loveନୂଆଦିଲ୍ଲୀ : ଜର୍ମାନୀର ସବୁଠୁ ବଡ଼ ଏୟାରଲାଇନ କମ୍ପାନୀ ଲୁଫଥାନ୍ସା ଅକ୍ଟୋବର ଯାଏଁ ୨୦ ହଜାରରୁ ଅଧିକ ବିମାନ ଉଡ଼ାଣ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ବିମାନର ଇନ୍ଧନ ଦାମ୍ ବଢୁଥିବା ଯୋଗୁଁ ଏୟାରଲାଇନ୍ କମ୍ପାନୀ ଏଭଳି ନିଷ୍କତ୍ତି … Read More

ପୂର୍ବାଞ୍ଚଳ ଏକ୍ସପ୍ରେସ ୱେରେ ବାୟୁସେନାର ଲଢୁଆ ବିମାନ କରିବ ଟଚ୍ ଆଣ୍ଡ ଗୋ ଅଭ୍ୟାସ

Spread the love

Spread the loveଉତ୍ତରପ୍ରଦେଶ : ସୁଲତାନପୁରର ଆରବଳୀ-କିରି କରୱତ ସ୍ଥିତ ଏୟାରଷ୍ଟ୍ରିପରେ ଆଜିଠାରୁ ବାୟୁସେନାର ଦୁଇ ଦିବସୀୟ ସ୍ବତନ୍ତ୍ର ଅଭ୍ୟାସ ଆରମ୍ଭ ହେବ । ଅପରାହ୍ନ ୨ଟାରୁ ଆରମ୍ଭ ହେବ ଅଭ୍ୟାସ । ଭାରତୀୟ ବାୟୁସେନାର ଲଢୁଆ ବିମାନ ଏକ୍ସପ୍ରେସ-ୱେକୁ ବିକଳ୍ପ ରନୱେ … Read More

ଖୋଲିଲା ବାବା କେଦାରନାଥଙ୍କ କପାଟ

Spread the love

Spread the loveଉତ୍ତରାଖଣ୍ଡ : ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର । ବୈଦିକ ମନ୍ତ୍ରୋଚ୍ଚାରଣ ଏବଂ ପାରମ୍ପରିକ ରୀତିନୀତି ଅନୁଯାୟୀ ମନ୍ଦିରର ଦ୍ୱାର ଖୋଲିଲା । ବୈଦିକ ମନ୍ତ୍ରୋଚ୍ଚାରଣ ଏବଂ ପାରମ୍ପରିକ ରୀତିନୀତି କେଦାରନାଥଙ୍କୁ ଦର୍ଶନ କରିବା ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ … Read More

ବଢ଼ିଲା ଅସ୍ତ୍ରବିରତି ଅବଧି, ବିମାନ ଆକ୍ରମଣ ଓ ମିସାଇଲ ମାଡ଼ ବନ୍ଦ

Spread the love

Spread the loveନୂଆଦିଲ୍ଲୀ: ବଢ଼ିଲା ଅସ୍ତ୍ର ବିରତି ସମୟ ସୀମା । ଅନିର୍ଦ୍ଦିଷ୍ଟ କାଳ ପାଇଁ ଅସ୍ତ୍ରବିରତି ସମୟ ସୀମା ବଢ଼ାଇଲେ ଡୋନାଲ୍ଡ ଟ୍ରମ୍ପ । ଇରାନ ସହିତ ଚାଲିଥିବା ଅସ୍ତ୍ରବିରତି ଅବଧିକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବଢ଼ାଇଛନ୍ତି । ଆଜି ସନ୍ଧ୍ୟାରେ … Read More