ମୁମ୍ବାଇରେ ହାଇଆଲର୍ଟ: ଲଗାଣ ବର୍ଷା ଯୋଗୁଁ ସ୍କୁଲ ଓ କଲେଜ ବନ୍ଦ ପାଇଁ ଜାରି ହେଲା ଆଡଭାଇଜରି

Spread the love

Spread the loveମୁମ୍ବାଇ : ଲଗାଣ ବର୍ଷାରେ ବୁଡ଼ିଲା ମାୟାନଗରୀ । ଲଗାତାର ତୃତୀୟ ଦିନରେ ମୁମ୍ବାଇରେ ମୁଷଳଧାରା ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଫଳରେ ଦେଶର ଆର୍ଥିକ ସହରର ବହୁ ଅଞ୍ଚଳ ଜଳମଗ୍ନ ହୋଇଛି । IMD … Read More

ମୋଦିଙ୍କୁ ଫୋନ୍ ଯୋଗେ ଆଲାସ୍କାରେ ଟ୍ରମ୍ପଙ୍କ ସହ ଆଲୋଚନା ବିଷୟରେ କଥା ହେଲେ ପୁଟିନ

Spread the love

Spread the loveରୁଷ ରାଷ୍ଟ୍ରପତି ଭ୍ଲାଦିମିର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି । ଆଲାସ୍କାରେ ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ହୋଇଥିବା ଆଲୋଚନା ବାବଦରେ ପୁଟିନ ସୂଚନା ଦେଇଛନ୍ତି । ରୁଷ ରାଷ୍ଟ୍ରପତିଙ୍କ … Read More

ମହିଳା ସାଂସଦଙ୍କୁ ଦୁଷ୍କର୍ମ ଓ ହତ୍ୟା ଧମକ: ଏକ୍ସରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କଲେ ସାଂସଦ

Spread the love

Spread the loveଭୁବନେଶ୍ୱର :  ମହିଳା ସାଂସଦଙ୍କୁ ଦୁଷ୍କର୍ମ ଓ ହତ୍ୟା ଧମକ । ଧମକ ପରେ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କଲେ ସାଂସଦ ।  ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କୁ ସୋସିଆଲ ମିଡିଆରେ ଧମକ … Read More

ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନଡିଏ; ସିପି ରାଧାକୃଷ୍ଣନ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ

Spread the love

Spread the loveନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନଡିଏ।ରବିବାର ବିଜେପି ସଂସଦୀୟ ଦଳ ବୈଠକରେ ତାଙ୍କ ନାମ ଘୋଷଣା କରାଯାଇଛି। ଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ବିଜେପି ସଂସଦୀୟ ବୋର୍ଡର ଏକ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ସଭାପତି ଜେପି … Read More

ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ

Spread the love

Spread the loveଭୁବନେଶ୍ୱର : ସୁସ୍ଥ ଅଛନ୍ତି ନବୀନ । ଆଜି ହସପିଟାଲରୁ ଡିସଚାର୍ଜ ହେବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୁସ୍ଥ ଥିବା ଭିଡିଓ ବାର୍ତ୍ତାରେ ସୂଚନା ଦେଇଛନ୍ତି ନବୀନ ପଟ୍ଟନାୟକ। ଡାକ୍ତରଙ୍କୁ ମୁଁ ସୁସ୍ଥ ଅଛି କହିଲେ। … Read More

ଝାରସୁଗୁଡ଼ାରେ ବାଘ ପାଦଚିହ୍ନ ଦେଖି ଭୟଭୀତ ଅଞ୍ଚଳବାସୀ

Spread the love

Spread the loveଝାରସୁଗୁଡା: ଝାରସୁଗୁଡ଼ାରେ ବାଘ ଆତଙ୍କ ।  ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଲକରେ ବାଘର ପାଦ ଚିହ୍ନ ଦେଖିବାକୁ ମିଳିଛି । ଲଇକେରା ଓ ସମ୍ବଲପୁର ଜିଲ୍ଲା ବାମରାର ସୀମାବର୍ତ୍ତି ଭୁକୁଲାପଡ଼ା, ଗଞ୍ଜୁଡ଼ିହି, କରଲାଖମନ୍ , ଜାମ୍ମାଲ ଆଦି ସ୍ଥାନରେ ବାଘର … Read More

ପୋଟେରୁ ଓ କାଙ୍ଗୋରୁକୋଣ୍ଡା ପୋଲ ଉପରେ ୪ ଫୁଟ୍ ପାଣି, ଯାତାୟତ ଠପ୍

Spread the love

Spread the loveମାଲକାନଗିରି: ଛାଡ଼ିଲା ବର୍ଷା, କିନ୍ତୁ ଲୋକଙ୍କ ଦୁର୍ଦ୍ଦଶା କମିନି। ଲଗାଣ ବର୍ଷା ଯୋଗୁ ଏବେ ବି କାଙ୍ଗୋରୁକୋଣ୍ଡା ଓ ପୋଟେରୁ ପୋଲ ଉପରେ ୪ ଫୁଟ ପାଣି ପ୍ରବାହିତ ହେଉଛି। ଏହି କାରଣରୁ ୩୨୬ ନଂ ଜାତୟ ରାଜପଥରେ … Read More

ଓଡ଼ିଶା ମାଟି ତଳେ ରହିଛି ୨୦ ଟନ୍ ସୁନା

Spread the love

Spread the love ଭୁବନେଶ୍ବର: ରାଜ୍ୟର ମାଟିତଳେ ବ୍ୟାପକ ସୁନା ଭଣ୍ଡାର ଠାବ କରାଯାଇଛି। ଜିଓଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ (ଜିଏସ୍‌ଆଇ) ଓଡ଼ିଶା ମାଟିତଳେ ସୁନା ଥିବା ସ୍ପଷ୍ଟ କରିଛି। ସେଗୁଡ଼ିକର ସନ୍ଧାନ ଏବେ ବିଭିନ୍ନ ପର୍ଯ୍ୟାୟ‌ରେ ରହିଛି। ଏକ ଆକଳନ … Read More

ବିଦ୍ୟୁତ୍‌‌ଖୁଣ୍ଟ ତାର ଲାଗି ଜଳିଗଲେ ଛାତ୍ର: ବାଲିପାଟଣା ଛକରେ ମୃତଦେହ ରଖି ରାସ୍ତାରୋକ

Spread the love

Spread the loveବାଲିପାଟଣା: ଏକ ଚାକୁଣ୍ଡା ଗଛରେ ବନ୍ଧା ଯାଇଥିବା ବିଦ୍ୟୁତ୍‌‌ ଖୁଣ୍ଟର ଷ୍ଟେ’ ତାର ଆଜି ଜଣେ ଛାତ୍ରଙ୍କ ଜୀବନ ନେଇଛି। ମୃତ ନାବାଳକ ହେଲେ ବାଲିପାଟଣା ଥାନା କୁଳନ୍ତିରା ଶାସନର ଅକ୍ଷୟ ଭୋଇଙ୍କ ପୁଅ ଚନ୍ଦନ(୧୦)। ଚନ୍ଦନଙ୍କ ମୃତ୍ୟୁ … Read More

ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବାକୁ ବିଜେଡି ସଭାପତିଙ୍କ ସହ କଥା ହେଲେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ଉପ ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ୍‌ଙ୍କୁ ସମର୍ଥନ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ସେ ନବୀନଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିବା ସହ … Read More