ଯୁବତୀଙ୍କୁ ବୀଭତ୍ସ ହତ୍ୟା, ବିଲରୁ ମୃତଦେହ ଉଦ୍ଧାର

Spread the love

Spread the loveଜଗତସିଂହପୁର: ନିର୍ବନ୍ଧ ସରିଥିଲା, ଆଉ କିଛି ଦିନ ପରେ ବାଜିଥାନ୍ତା ସେହେନାଇ ।  ହେଲେ ତା ପୂର୍ବରୁ ପାଣି ଫୋଟକା ପରି ମିଳେଇଗଲା ସବୁ ସ୍ବପ୍ନ । ବାହାଘର ପୂର୍ବରୁ ଯୁବତୀଙ୍କୁ ହତ୍ୟା । ବିଲରୁ ଉଦ୍ଧାର ହେଲା ଅର୍ଦ୍ଧଉଲଗ୍ନ … Read More

OCAC ଭର୍ଚୁଆଲ୍ କ୍ଲାସରୁମ୍ ସେଟଅପରେ ଘୋଟାଲା, ୭ ଦିନ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ

Spread the love

Spread the loveଭୁବନେଶ୍ୱର : OCACରେ ଦୁର୍ନୀତି ଅଭିଯୋଗ ମାମଲାରେ ରିପୋର୍ଟ ତଲବ । ଭର୍ଚୁଆଲ୍ କ୍ଲାସରୁମ୍ ସେଟଅପରେ ଘୋଟାଲା ଅଭିଯୋଗ ମାମଲାରେ ରିପୋର୍ଟ ମାଗିଲେ ବଭାଗୀୟ ମନ୍ତ୍ରୀ । ୭ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ । ମନ୍ତ୍ରୀ ମୁକେଶ ମହାଲିଙ୍ଗ … Read More

ବସ୍ ଧକ୍କାରେ ବାଇକ ଆରୋହୀ ମୃତ

Spread the love

Spread the loveବଲାଙ୍ଗିର: ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ବସ୍ । ଗାଡ଼ି ଚକ ତଳେ ଚାପି ହୋଇ ବାଇକ ଆରୋହୀଙ୍କ ମୃତ୍ୟୁ। ବଲାଙ୍ଗିର ସହର ପାଟଣେଶ୍ବରୀ ସମ୍ମୁଖରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ଡୁମେରବାହାଲ ଗାଁର ପ୍ରଶାନ୍ତ ମହାକୁଡ । … Read More

ବିବାହ ଶୋଭାଯାତ୍ରା ବେଳେ ଗୁଳିକାଣ୍ଡ, ୨ ଗୁରୁତର

Spread the love

Spread the loveଅନୁଗୁଳ: ବିବାହ ଶୋଭାଯାତ୍ରା ବେଳେ ଫୁଟିଲା ଗୁଳି । ଦୁଇ ଗୁରୁତର। ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗାଁରେ ଗୁଳିକାଣ୍ଡ। ବୌଦ୍ଧ ଅଞ୍ଚଳରୁ ବେଲପୁଞ୍ଜି ଗାଁକୁ ଆସିଥିଲେ ବରଯାତ୍ରୀ । ପ୍ରୋସେସନ୍ ଚାଲିଥିବାବେଳେ ହଠାତ୍ ଗୁଳି ଫୁଟିଥିଲା । … Read More

ଖୁବଶୀଘ୍ର ସଂପ୍ରସାରିତ ହେବ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ :ମୁଖ୍ୟମନ୍ତ୍ରୀ

Spread the love

Spread the loveରାଉରକେଲା: ଆଜି ଏକ ଐତିହାସିକ ଦିନ । ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗର୍ବ ଓ ଆନନ୍ଦର ଦିନ । ଭାରତର ପ୍ରଥମ ନାଗରିକ, ଆମ ମାଟିର ଗୌରବ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମହୋଦୟା ଆଜି  … Read More

ଆଇଏସଆଇ ଆତଙ୍କୀ ଲିଙ୍କରେ ୨ ଯୁବକଙ୍କୁ ବାନ୍ଧିଲା ଦିଲ୍ଲୀ ପୁଲିସ

Spread the love

Spread the loveନୂଆଦିଲ୍ଲୀ: ଦିଲ୍ଲୀ ପୁଲିସ ପାକିସ୍ତାନର ଆତଙ୍କୀ ସଂଗଠନ ସ୍ଥିତ ଆଇଏସଆଇ ସହ ସମ୍ପର୍କ ମାମଲାରେ ଦୁଇଜଣ ଯୁବକଙ୍କୁ ଗିରଫ କରିଛି। ଗିରଫ ଦୁଇ ସନ୍ଦିଗ୍ଧ ହେଲେ ଦିଲ୍ଲୀ ଏନସିଆର ଅଞ୍ଚଳର ରାଜବୀର ଓ ବିବେକ ଭଞ୍ଜାରା। ଆଇଏସଆଇ ଆତଙ୍କୀ … Read More

ସରକାରକୁ ଆସିଲେ ମାଗଣା ବିଜୁଳି ସହ ମହିଳାଙ୍କୁ ୪୦ ହଜାର ପେନସନ୍ ଦେବ ସମାଜବାଦୀ ପାର୍ଟି !

Spread the love

Spread the love ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ୨୦୨୭ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ କ୍ଷେତ୍ର ପ୍ରସ୍ତୁତ କରିସାରିଛନ୍ତି। ଲକ୍ଷ୍ନୌର ଦଳୀୟ ମୁଖ୍ୟାଳୟରେ ଦଳୀୟ କର୍ମୀମାନଙ୍କୁ ସମ୍ବୋଧିତ କରି ଯାଦବ ଘୋଷଣା କରିଥିଲେ ଯେ … Read More

କେଦାରନାଥ ଧାମରେ ମୋବାଇଲ୍ ବ୍ୟବହାର ନିଷେଧ

Spread the love

Spread the loveନୂଆଦିଲ୍ଲୀ: ମଙ୍ଗଳବାର କେଦାରନାଥ ମନ୍ଦିର ପରିସରରେ ମୋବାଇଲ୍ ଫୋନ୍ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧ ଜାରି କରାଯାଇଛି। ମନ୍ଦିରର ପବିତ୍ରତା ଏବଂ ଭକ୍ତଙ୍କ ସୁବିଧାକୁ ଧ୍ୟାନରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ନିୟମ ଅନୁଯାୟୀ ମନ୍ଦିର ପରିସରକୁ ମୋବାଇଲ୍ … Read More

ରାଷ୍ଟ୍ର ଗଠନରେ ସିଭିଲ୍ ସର୍ଭିସ୍‌ କର୍ମଚାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

Spread the love

Spread the love ନୂଆଦିଲ୍ଲୀ: ସିଭିଲ ସର୍ଭିସ୍‌ ଦିବସରେ ସାରା ଦେଶରେ ସିଭିଲ ସର୍ଭିସ କର୍ମଚାରୀଙ୍କ ଅବଦାନକୁ ମନେ ପକାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧିକାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏବଂ କହିଛନ୍ତି ସେମାନେ … Read More

ଘୂର୍ଣ୍ଣିଝଡ ଯୋଗୁ ମଝି ଆକାଶରେ ଦୋହଲିଲା ବିମାନ, ଯାତ୍ରୀ ଆତଙ୍କିତ

Spread the love

Spread the love ବେଙ୍ଗାଲୁରୁ : ଫ୍ଲାଏ୯୧ ଏୟାରଲାଇନ୍ସର ଏକ ବିମାନ ସୋମବାର ହାଇଦରାବାଦରୁ କର୍ଣ୍ଣାଟକର ହୁବାଲି ଯାତ୍ରା କରୁଥିବାବେଳେ ମଝି ଆକାଶରେ ପ୍ରବଳ ଘୂର୍ଣ୍ଣିଝଡର ସମ୍ମୁଖୀନ ହୋଇଥିଲା। ଖରାପ ପାଣିପାଗର ମୁକାବିଲା କରିବାକୁ ପାଇଲଟ ସମସ୍ତ ଉଦ୍ୟମ କରିଥିବା ସତ୍ତ୍ବେ … Read More