ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତିଙ୍କ ପରଲୋକ
Spread the loveଭୁବନେଶ୍ଵର : ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୋକୁଳାନନ୍ଦ ଦାସଙ୍କ ପରଲୋକ । ଜଣେ ବିଶିଷ୍ଟ ଗଣିତଜ୍ଞ ଭାବେ ସେ ବହୁ ଖ୍ୟାତି ଅର୍ଜନ କରିଛନ୍ତି । ଭୁବନେଶ୍ବର ସ୍ଥିତ ତାଙ୍କର ବାସଭବନରେ ସେ ନିଜର ଶେଷ ନିଶ୍ବାସ … Read More
