କାଲିମେଳାରେ ଲଗାଣ ବର୍ଷା, ଏମଭି ୯୬ ବ୍ରିଜ୍ ବୁଡ଼ିଲା

Spread the love

Spread the loveମାଲକାନଗିରି: ପୋଲ ଉପରେ ୨ଫୁଟର ପାଣି। ମାଲକାନଗିରି ଜିଲ୍ଲା କାଲିମେଳାରେ ଲଗାଣ ବର୍ଷାରେ ବୁଡ଼ିଲା ଏମ୍.ଭି-୯୬ ବ୍ରିଜ୍। କାଲିମେଳା-ମୋଟୁ ୩୨୬ ଜାତୀୟ ରାଜପଥରେ ଯାତାୟାତ ଠପ୍ ହୋଇଯାଇଛି। ଉଭୟ ପଟେ ଅନେକ ଯାନବାହାନ ଅଟକି ରହିଛି। ବ୍ରିଜ ଉପରେ … Read More

ବାବାଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ, ତଦନ୍ତ ଜାରି

Spread the love

Spread the loveଢେଙ୍କାନାଳ: କାମାକ୍ଷାନଗରରେ ଜଣେ ଆତ୍ମଘୋଷିତ ବାବାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆସିଛି। ଅଭିଯୁକ୍ତ ଜଣକ ଆଶ୍ରମର ରୋଷେୟା ଭାବେ କାମ କରୁଥିବା ଜଣେ ମହିଳାଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗ ରହିଛି। ଏହି ଘଟଣା ସ୍ଥାନୀୟ ଲୋକଙ୍କ ମଧ୍ୟରେ … Read More

ମଣିଷ ପାଇଁ ବିପଦ ବାର୍ଡ ଫ୍ଲୁ ଭୂତାଣୁର ମ୍ୟୁଟେସନ୍: ଆଇଆଇଏସ୍‌ସି

Spread the love

Spread the loveବେଙ୍ଗାଲୁରୁ: ଭାରତୀୟ ବିଜ୍ଞାନ ପ୍ରତିଷ୍ଠାନ (ଆଇଆଇଏସ୍‌ସି)ର ଗବେଷକମାନେ ଜାଣିବାକୁ ପାଇଛନ୍ତି ଯେ ଏଚ୍୫ଏନ୍୧ (ବାର୍ଡ ଫ୍ଲୁ) ଭୂତାଣୁ ନିର୍ଦ୍ଦିଷ୍ଟ ମ୍ୟୁଟେସନ୍ କାରଣରୁ ମଣିଷ ପାଇଁ ସମ୍ଭାବ୍ୟ ବିପଦ ହୋଇପାରେ। ଆଇଆଇଏସ୍‌ସିର ବାୟୋକେମିଷ୍ଟ୍ରି ବିଭାଗର ସହକାରୀ ପ୍ରଫେସର କେଶବର୍ଦ୍ଧନ ସାନୁଲାଙ୍କ … Read More

ଭାରତ ଆମେରିକା ଉପରେ ଅଧିକ ନିର୍ଭର କରିବା ଉଚିତ ନୁହେଁ; ଆମେରିକା ଅର୍ଥନୀତିଜ୍ଞ

Spread the love

Spread the loveନୂଆଦିଲ୍ଲୀ: ପାକିସ୍ତାକୁ ଧରି ଭାରତ ପଛରେ ପଡ଼ିଛି ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ‌କେହି ବି ପସନ୍ଦ କରୁନଥିଲେ ମଧ୍ୟ ତାଙ୍କ କୁଟନୀତି ତାଙ୍କ ଦେଶ ବ୍ୟତୀତ ଅନ୍ୟ ଦେଶକଗୁଡ଼ିକ ଉପରେ ବି ପଡୁଛି। ଏପେଟେ ଆମେରିକା … Read More

ଆତଙ୍କବାଦୀଙ୍କୁ ସାହାଯ୍ୟ କରୁଥିବା ଅଭିଯୋଗ: ତିନିଜଣଙ୍କୁ ଧରିଲା ସୁରକ୍ଷାବାହିନୀ

Spread the love

Spread the loveଶ୍ରୀନଗର: ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ସୁରକ୍ଷାବାହିନୀ ଜମ୍ମୁ ଓ କାଶ୍ମୀରରେ ଏକ ବଡ଼ ସଫଳତା ହାସଲ କରିଛି। କୁପୱାଡ଼ାର ୱାଜାମା ହଣ୍ଡୱାଡ଼ାରେ ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କ ତିନି ଜଣ ସହଯୋଗୀଙ୍କୁ ଗିରଫ କରିଛି। ଗିରଫ ତିନି ଜଣ … Read More

ଭୟଙ୍କର ପରିଣତି ଭୋଗିବ : ପାକିସ୍ତାନକୁ ଭାରତର ଚେତାବନୀ

Spread the love

Spread the loveନୂଆଦିଲ୍ଲୀ : ପାକିସ୍ତାନ ପକ୍ଷରୁ ବାରମ୍ବାର ଭାରତ ବିରୋଧରେ ଯୁଦ୍ଧ ଧମକ ଦିଆଯାଉଥିବାରୁ ତାହାର କଡ଼ା ଜବାବ ଦେଇଛି ଭାରତ । ପାକିସ୍ତାନ ପକ୍ଷରୁ ଯେକୌଣସି ଦୁଃସାହସର ପରିଣତି ଅତ୍ୟନ୍ତ ଭୟାବହ ହେବ ବୋଲି ଭାରତ କହିଛି । … Read More

AIIMS ରୁ ମୁହଁ ଫେରାଉଛନ୍ତି ଡାକ୍ତର; ୨ ବର୍ଷରେ ଛାଡ଼ିଲେଣି ୪୨୯ ଡାକ୍ତର

Spread the love

Spread the loveନୂଆଦିଲ୍ଲୀ: ଦେଶର ସବୁଠାରୁ ବଡ ସରକାରୀ ମେଡିକାଲ୍ AIIMS ଏବେ ସଂକଟରେ । ଡାକ୍ତରମାନେ ଚାକିରି ଛାଡ଼ିବା ଏବେ ସବୁଠୁ ବଡ଼ ଚିନ୍ତାର ବିଷୟ ପାଲଟିଛି। ଏହାକୁ ନେଇ ସଂସଦରେ ପ୍ରକାଶ ପାଇଥିବା ଏକ ତଥ୍ୟ ସାରା ଦେଶକୁ … Read More

ଆଲାସ୍କାରେ ବୈଠକ ପୂର୍ବରୁ ପୁଟିନଙ୍କୁ ଟ୍ରମ୍ପଙ୍କ ଚେତାବନୀ

Spread the love

Spread the loveୟୁକ୍ରେନ ଏବଂ ରୁଷ ମଧ୍ୟରେ ଯୁଦ୍ଧ ୨୦୨୨ ମସିହାରେ ଆରମ୍ଭ ହୋଇଥିଲା । କିନ୍ତୁ ଏପର୍ଯ୍ୟନ୍ତ ଏହାର କୌଣସି ଫଳାଫଳ ମିଳିନାହିଁ । ଏହି ଯୁଦ୍ଧକୁ ବନ୍ଦ କରିବା ପାଇଁ ଅନେକ ଦେଶ ପ୍ରୟାସ କରିଥିଲେ । ହେଲେ, … Read More

‘ଆମ ପାଇଁ, ଆମର ସମ୍ବିଧାନ ଏବଂ ଆମର ଗଣତନ୍ତ୍ର ସର୍ବୋପରି’ : ରାଷ୍ଟ୍ରପତି

Spread the love

Spread the loveନୂଆଦିଲ୍ଲୀ : ୭୯ତମ ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ ସେ କହିଛନ୍ତି ଯେ ଏହି ସମାରୋହ ଆମକୁ ଭାରତୀୟ ହେବାର ଗୌରବକୁ ସ୍ମରଣ କରାଏ … Read More

ଧରାଲି ପରେ ଜମ୍ମୁ କଶ୍ମୀର: କିସ୍ତୱାରରେ ବାଦଲଫଟା ବର୍ଷା, ୩୨ ମୃତ

Spread the love

Spread the loveଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର କିସ୍ତୱାରରେ ବାଦଲଫଟା ବର୍ଷା । ପ୍ରବଳ ବର୍ଷା ଯୋଗୁଁ ୩୨ ଜଣଙ୍କ ଜୀବନ ଚାଲିଯାଇଛି । ଘଟଣା ପରେ ତୁରନ୍ତ ଉଦ୍ଧାରକାରୀ ଟିମ୍ ଯାଇଛି । ବାଦଲଫଟା ବର୍ଷା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ … Read More