ଚେନ୍ନାଇରେ ଜରୁରୀ ଅବତରଣ କଲା ବିମାନ, ଅଳ୍ପକେ ବର୍ତ୍ତିଲେ ଏୟାର ଇଣ୍ଡିଆ ଯାତ୍ରୀ

Spread the love

Spread the loveଚେନ୍ନାଇ:  ଚେନ୍ନାଇରେ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ । ତିରୁବନନ୍ତପୁରମରୁ ଦିଲ୍ଲୀ ଯାଉଥିବାବେଳେ ବିମାନର ଜରୁରୀ ଅବତରଣ ହୋଇଥିଲା । ଖରାପ ପାଗ ଏବଂ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚେନ୍ନାଇ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା … Read More

ଗାଜା-ଇସ୍ରାଏଲ ଯୁଦ୍ଧରେ ୫ ସାମ୍ବାଦିକ ମୃତ, IDF କହିଛି ସାମ୍ବାଦିକ ନୁହେଁ ବରଂ ଆତଙ୍କୀ

Spread the love

Spread the loveନୂଆଦିଲ୍ଲୀ: ଇସ୍ରାଏଲ ନିରନ୍ତର ଗାଜା ଷ୍ଟ୍ରିପ୍ ଉପରେ ଆକ୍ରମଣ କରୁଛି। ଇସ୍ରାଏଲୀ ଆକ୍ରମଣରେ ଅଲ ଜଜିରା ନ୍ୟୁଜ୍ ଚ୍ୟାନେଲର ୫ ଜଣ ସାମ୍ବାଦିକଙ୍କ ମଧ୍ୟ ମୃତ୍ୟୁ ହୋଇଛି । ଏହା ଅଲ ଜଜିରା ଦ୍ୱାରା ନିଶ୍ଚିତ କରାଯାଇଛି। ଗାଜା … Read More

ବୁଲା କୁକୁରଙ୍କୁ ଆଶ୍ରୟସ୍ଥଳରେ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ

Spread the love

Spread the loveନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆର ଅଞ୍ଚଳରେ ବୁଲା କୁକୁରଙ୍କ ଆତଙ୍କ ପ୍ରାୟତଃ ଦେଖାଯାଏ। ଲୋକମାନେ କୁକୁରମାନଙ୍କ ଯୋଗୁଁ ଭୟରେ ରହିବାକୁ ବାଧ୍ୟ ହେଉଛନ୍ତି। କାରଣ କୁକୁରମାନେ ଅନେକ ଲୋକଙ୍କୁ ଆକ୍ରମଣ କରିଛନ୍ତି। ଏବେ ସୁପ୍ରିମକୋର୍ଟ ଏହି ମାମଲାରେ ଏକ ବଡ଼ ରାୟ … Read More

ଭୋଟ ଚୋରି ପ୍ରସଙ୍ଗରେ ପୋଲିସ ହେପାଜତରେ ରାହୁଲ-ପ୍ରିୟଙ୍କା

Spread the love

Spread the loveନୂଆଦିଲ୍ଲୀ: ଆଜିକାଲି ଭୋଟ ଚୋରି ପ୍ରସଙ୍ଗରେ ଦେଶରେ ରାଜନୈତିକ ସରଗରମ ରହିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭୋଟର ତାଲିକାରେ ଅନିୟମିତତା ସମ୍ପର୍କରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ବିହାରରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ଏବଂ କଥିତ … Read More

ସଂଶୋଧିତ ଆୟକର ବିଲ ୨୦୨୫ ଲୋକସଭାରେ ଉପସ୍ଥାପିତ

Spread the love

Spread the loveନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ସଂଶୋଧିତ ଆୟକର ବିଲ ୨୦୨୫ ଉପସ୍ଥାପନ କରିଛନ୍ତି । ଏହି ନୂତନ ବିଲରେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ସିଲେକ୍ଟ କମିଟିର ଅଧିକାଂଶ ସୁପାରିଶ ଅନ୍ତର୍ଭୁକ୍ତ ରହିଛି । ମାତ୍ର … Read More

ଖୁବଶୀଘ୍ର କଟକରେ ହେବ ବିମାନବନ୍ଦର !

Spread the love

Spread the loveକଟକ: କଟକବାସୀଙ୍କ ପାଇଁ ଖୁସି ଖବର। ଖୁବଶୀଘ୍ର କଟକରେ ହେବ ବିମାନବନ୍ଦର। ସିଲଭର ସିଟିରେ ଖୁବ୍ ଶୀଘ୍ର ନିଜସ୍ୱ ଏକ ବିମାନବନ୍ଦର ତିଆରି ହୋଇପାରେ ବୋଲି କହିଛନ୍ତି କଟକର ସାଂସଦ ଭତୃହରି ମହତାବ। ସେ ଏକ ସାମ୍ବାଦିକଙ୍କ ସହ … Read More

ଶୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା

Spread the love

Spread the loveଭୁବନେଶ୍ୱର: ଦାୟିତ୍ବ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି। ଆତ୍ମାହୁତି ପ୍ରସଙ୍ଗରେ ଦେଲେ ନିଜର ପ୍ରତିକ୍ରିୟା। ଆତ୍ମାହୁତି ପ୍ରସଙ୍ଗକୁ ନେଇ ସେ କହିଛନ୍ତି କେହି ଆଇନର ଉର୍ଦ୍ଧ୍ବରେ ନୁହଁନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ … Read More

୧୨ନକଲି ଗୁମାସ୍ତା ଗିରଫ; ଦର୍ଶନ କରାଇବା ଆଳରେ ଲୁଟୁ ଥିଲେ ଟଙ୍କା

Spread the love

Spread the loveପୁରୀ: ପୋଲିସ ହାତରେ ବନ୍ଧା ହେଲେ ନକଲି ଗୁମାସ୍ତା। ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବିଏନଏସ୍ ଧାରା ୧୧୧ ଅନୁଯାୟୀ ଏହି ନକଲି … Read More

ମିଠା ହେବ ସମୁଦ୍ର ପାଣି, ପାଣି ସମସ୍ୟା ଦୂର କରିବ ଡିସାଲିନେସନ୍ ପ୍ରକ୍ରିୟା

Spread the love

Spread the loveବ୍ରହ୍ମପୁର: ଏଣିକି ସମୁଦ୍ର ପାଣି ବି ହୋଇପାରିବ ବ୍ୟବହାରଯୋଗ୍ୟ । ଦୂର ହେବ ସମୁଦ୍ର ଉପକୂଳବର୍ତ୍ତୀଙ୍କ ପାଣି ସମସ୍ୟା ।  ଏଥିପାଇଁ ରାଜ୍ୟରେ ପ୍ରଥମ ଥର ପାଇଁ ଖୋଲାଯାଇଛି ଡିସାଲିନେସନ ପ୍ଲାଣ୍ଟ ଅର୍ଥାତ୍ ଲୁଣିଆ ପାଣିରୁ ଲୁଣ କିମ୍ବା … Read More

୫ ଜେଲ୍‌ରେ ଉଡ଼ିବ ଡ୍ରୋନ୍, କଡ଼ା ନଜରରେ ରହିବେ କଏଦୀ

Spread the love

Spread the loveକଟକ: ଏଣିକି କଡ଼ା ନଜରରେ ରହିବେ କଏଦୀ। ରାଜ୍ୟର ବିଭିନ୍ନ ଜେଲ୍‌ର କଏଦୀଙ୍କ ବିଶୃଙ୍ଖଳିତ ଆଚରଣ ଏବେ ଜେଲ୍ ବିଭାଗ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ଜେଲ ଉପରେ ଡ୍ରୋନ୍ ଉଡାଯିବାକୁ ନିଷ୍ପତ୍ତି … Read More