ହସ୍ପିଟାଲରେ ନାହାନ୍ତି ନର୍ସ, ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ

Spread the love

Spread the loveଅନୁଗୁଳ : ହସ୍ପିଟାଲରେ ନାହାନ୍ତି ନର୍ସ । ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ । ଅନୁଗୁଳ ଜିଲ୍ଲା ବାଗେଡ଼ିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟାବସ୍ଥାର ବିକଳ ଚିତ୍ର । ବାଗେଡ଼ିଆ ସ୍ୱାସ୍ଥ୍ୟକେନ୍ଦ୍ରକୁ ଜଣେ ମହିଳା ଚିକିତ୍ସା ପାଇଁ ଆସିଥିଲେ । … Read More

ଘରୋଇ ହସ୍ପିଟାଲରେ ନର୍ସଙ୍କ ମୃତ୍ୟୁ ଘଟଣା: ଡେଡ୍ ବଡି ନିକଟରୁ ମିଳିଲା ସୁଇସାଇଡ୍ ନୋଟ୍ ଓ ଇଞ୍ଜେକ୍ସନ୍

Spread the love

Spread the loveଭୁବନେଶ୍ୱର : ଚନ୍ଦ୍ରଶେଖରପୁର ଘରୋଇ ହସ୍ପିଟାଲର ଷ୍ଟାଫ୍ ନର୍ସ ମୃତ୍ୟୁ ମାମଲାରେ ମିଳିଲା ସୁଇସାଇଡ୍ ନୋଟ । ମୃତଦେହ ନିକଟରୁ ମିଳିଛି ସୁଇସାଇଡ୍ ନୋଟ୍ । ସୁଇସାଇଡ ନୋଟରେ ମୃତ୍ୟୁକୁ ନେଇ ଅନେକ କିଛି ସୂଚନା ମିଳିପାରେ ବୋଲି ଆଶା … Read More

ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆରେ ହାତୀ କରିଛନ୍ତି ରାସ୍ତାରୋକ , ଯାତାୟାତ ଠପ୍

Spread the love

Spread the loveକରଞ୍ଜିଆ ୧୦।୦୮ : ହାତୀ କରିଛନ୍ତି ରାସ୍ତାରୋକ । ୩୦ ଟିକିଆ ଝାଡ଼ଖଣ୍ଡି ହାତୀପଲ ରାସ୍ତାରେ ଉପରେ ରହିଥିବାରୁ ଯାତାୟତରେ ବାଧାପ୍ରାପ୍ତ ହୋଇଛି । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଚଢେଇଭୋଳ ନିକଟରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । … Read More

୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ! ଆଜି ୭ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା

Spread the love

Spread the loveଭୁବନେଶ୍ୱର : ୧୩ରେ ଲଘୁଚାପ ।  ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ।  ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି ।  ଦକ୍ଷିଣ … Read More

ରାଜଧାନୀରେ ଘରୋଇ ହସ୍ପିଟାଲରେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ

Spread the love

Spread the loveଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ । ଏକ ଘରୋଇ ହସ୍ପିଟାଲର ଜଣେ ନର୍ସଙ୍କ ମୃତଦେହ ମିଳିଛି । ତାଙ୍କର . ଡ୍ୟୁଟି ସମୟରେ ମୃତ୍ୟୁ ହୋଇଥିବା ସୂଚନା ରହିଛି । ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଜଣେ ନର୍ସଙ୍କ ସନ୍ଦେହଜନକ … Read More

ନିର୍ବାଚନ କମିସନ ୩୩୪ଟି ଦଳର ପଂଜୀକରଣ ରଦ୍ଦ କଲେ

Spread the love

Spread the loveନୂଆଦିଲ୍ଲୀ: ଭାରତର ନିର୍ବାଚନ କମିସନ ଶନିବାର ଏକ ବଡ଼ ପଦକ୍ଷେପ ନେଇ ୩୩୪ଟି ଅଣସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳ ଅଥବା ଆରୟୁପିପିର ପଞ୍ଜୀକରଣ ବାତିଲ କରିଛନ୍ତି। ଏହି ଦଳଗୁଡ଼ିକ ୨୦୧୯ ପରଠାରୁ ଗୋଟିଏ ବି ନିର୍ବାଚନ ଲଢ଼ି ନଥିଲେ ଏବଂ … Read More

ଆତଙ୍କବାଦୀଙ୍କ ସହ ଗୁଳିବିନିମୟ: ୨ ଯବାନ ସହିଦ

Spread the love

Spread the loveଶ୍ରୀନଗର: ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ। ଆଉ ୧୦ ଜଣ ଗୁରୁତର ଆହତ ହୋଇଥିବା ସୂଚନା। ଜମ୍ମୁ ଓ କଶ୍ମୀରର କୁଲଗାମ ଅଖାଲରେ ଲସ୍କର ଆତଙ୍କବାଦୀଙ୍କ ବିରୋଧରେ ଆରମ୍ଭ ହୋଇଥିବା ଅଭିଯାନ ୯ମ ଦିନରେ … Read More

ହସପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ : ଜଣେ ମୃତ, ୧୧ ଆହତ

Spread the love

Spread the loveଦିଲ୍ଲୀ : ଦିଲ୍ଲୀ କସମସ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଘଟଣାସ୍ଥଳରେ ତୁରନ୍ତ ଅଗ୍ନିଶମ ବାହିନୀ ଗାଡି ପହଞ୍ଚି ୧୧ଜଣଙ୍କୁ ଉଦ୍ଧାର କରାଯାଇଛି । … Read More

ସ୍କିମାଟିକ୍‌ ଶିକ୍ଷକଙ୍କୁ ବଡ଼ ଧକ୍କା: ୧୬,୦୦୦ ଶିକ୍ଷକଙ୍କ ଭବିଷ୍ୟତ ଅନ୍ଧାରରେ

Spread the love

Spread the loveଭୁବନେଶ୍ୱର: ମାତ୍ର ସପ୍ତାହେ ମଧ୍ୟରେ ସ୍କିମାଟିକ୍‌ ଶିକ୍ଷକଙ୍କୁ ଲାଗିଛି ବଡ଼ ଧକ୍କା। ମଉଳି ଯାଇଛି ସେମାନଙ୍କର ଚାକିରି ନିୟମିତ ହେବାର ଆଶା। ସ୍କିମାଟିକ୍‌ ଶିକ୍ଷକମାନଙ୍କ ସ୍ୱାର୍ଥ ସମ୍ବଳିତ ପ୍ରସ୍ତାବକୁ ପ୍ରଥମେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୱେବସାଇଟ୍‌ରୁ ଉଡ଼ାଇ … Read More

ଏଟିଏମ କାର୍ଡ ଲୁଟେରାଙ୍କ ଉପଦ୍ରବ; କାର୍ଡ ବଦଳାଇ ନେଇଗଲେ ୪୦ ହଜାର ଟଙ୍କା

Spread the love

Spread the loveସୁନ୍ଦରଗଡ ୯।୮: ମହିଳାଙ୍କ ATM କାର୍ଡ ବଦଳାଇ ନେଇ ଗଲେ ୪୦ ହଜାର ଟଙ୍କା । ଏଟିଏମକୁ ଟଙ୍କା   ଉଠାଇବାକୁ ଆସିଥିବା ଜଣେ ମହିଳାଙ୍କ କାର୍ଡ ବଦଳାଇ ୪୦ ହଜାର ଟଙ୍କା ନେଇ ଗଲେ ଦୁଇ ଜଣ ଦୁର୍ବୃତ୍ତ । ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ଼ ସଦର ଥାନା ଠେଲକୋବୁଡର ଜୟନ୍ତୀ … Read More