ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ବୋର୍ଡ ସଭାପତିଙ୍କୁ ଚାରି ଥର ଜେରା କଲାଣି କ୍ରାଇମବ୍ରାଞ୍ଚ
Spread the loveକଟକ: ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଆହୁରି ଅଧିକ ଲୋକ ସମ୍ପୃକ୍ତ ଥିବା ଜଣାଯାଇଛି। ଏହି ମାମଲାରେ ଗିରଫଦାରୀ ସଂଖ୍ୟା ଆହୁରି ଵଢିଵ ବୋଲି କୁହାଯାଉଛି। ଏଣେ ଏନେଇ ବୋର୍ଡ ସଭାପତିଙ୍କୁ ଚାରି ଥର ଜେରା କଲାଣି କ୍ରାଇମବ୍ରାଞ୍ଚ। … Read More
